ଭଗବାନ କହଁର
Appearance
ଭଗବାନ କହଁର | |
---|---|
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୪ | |
ପର ଅଧିକାରୀ | ମହୀଧର ରଣା |
ନିର୍ବାଚନ ମଣ୍ଡଳୀ | କଣ୍ଟାମାଳ |
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୦ – ୧୯୯୫ | |
ପୂର୍ବ ଅଧିକାରୀ | ଲକ୍ଷ୍ମୀକାନ୍ତ ମଲ୍ଲିକ |
ପର ଅଧିକାରୀ | ସହୁରା ମଲ୍ଲିକ |
ନିର୍ବାଚନ ମଣ୍ଡଳୀ | ବାଲିଗୁଡ଼ା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୮ ଜୁଲାଇ ୧୯୬୪ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ବାପା/ବୋଉ | ସଦାନନ୍ଦ କହଁର (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଭଗବାନ କହଁର (ଜନ୍ମ: ୧୮ ଜୁଲାଇ ୧୯୬୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ ଦୁଇଥର କାର୍ଯ୍ୟ କରିଛନ୍ତି । ୧୯୯୦ ଓ ୨୦୦୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଲିଗୁଡ଼ା ଓ କଣ୍ଟାମାଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ ଓ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଭଗବାନ କହଁର ୧୯୬୪ ମସିହାର ଜୁଲାଇ ୧୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସଦାନନ୍ଦ କହଁର ।[୧] ତାଙ୍କ ବାପା ଜଣେ ରାଜନେତା ଥିଲେ ।
ରାଜନୈତିକ ଜୀବନ
[ସମ୍ପାଦନା]ଭଗବାନ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ପୂର୍ବରୁ ସେ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Bhagaban Kanhar". odishaassembly.nic.in. Odisha Assembly. Retrieved 13 April 2021.