ଭଗବାନ ପ୍ରତିହାରୀ
Appearance
ଭଗବାନ ପ୍ରତିହାରୀ | |
---|---|
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୧ – ୧୯୬୭ | |
ପୂର୍ବ ଅଧିକାରୀ | ହରିହର ବାହିନୀପତି |
ପର ଅଧିକାରୀ | ହରିହର ବାହିନୀପତି |
ନିର୍ବାଚନ ମଣ୍ଡଳୀ | ପୁରୀ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୧ ମଇ ୧୯୧୭ |
ମୃତ୍ୟୁ | ୧୮ ଅକ୍ଟୋବର ୨୦୦୧ | (ବୟସ ୮୪)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | କୃଷ୍ଣା ପ୍ରିୟା ପ୍ରତିହାରୀ |
ବାପା/ବୋଉ | ନରସିଂହ ପ୍ରତିହାରୀ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଭଗବାନ ପ୍ରତିହାରୀ (୧୧ ମଇ ୧୯୧୭ - ୧୮ ଅକ୍ଟୋବର ୨୦୧୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପୁରୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଭଗବାନ ପ୍ରତିହାରୀ ୧୯୧୭ ମସିହାର ମଇ ମାସ ୧୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନରସିଂହ ପ୍ରତିହାରୀ ଓ ପତ୍ନୀଙ୍କ ନାମ କୃଷ୍ଣା ପ୍ରିୟା ପ୍ରତିହାରୀ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଭଗବାନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ଭଗବାନ ୨୦୧୦ ମସିହାର ଅକ୍ଟୋବର ୧୮ ତାରିଖରେ ୮୪ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Bhagban Pratihari". odishaassembly.nic.in. Odisha Assembly. Retrieved 6 March 2021.