ଭଗବାନ ଭୋଇ

ଉଇକିପିଡ଼ିଆ‌ରୁ
ଭଗବାନ ଭୋଇ
ବିଧାୟକ: ୪ର୍ଥ, ୫ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୩
ପର ଅଧିକାରୀଶରତ ଚନ୍ଦ୍ର ସିଂହ ଦେଓ
ନିର୍ବାଚନ ମଣ୍ଡଳୀକେସିଙ୍ଗା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1932-12-06)୬ ଡିସେମ୍ବର ୧୯୩୨
ମୃତ୍ୟୁ୧୪ ଅକ୍ଟୋବର ୨୦୦୭(2007-10-14) (ବୟସ ୭୪)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱତନ୍ତ୍ର ପାର୍ଟି
ଜୀବନ ସାଥୀଚିରଞ୍ଜୀବି ଭୋଇ
ବାପା/ବୋଉଗୟାଧର ଭୋଇ (ବାପା)
ବୃତ୍ତିରାଜନୀତିଜ୍ଞ

ଭଗବାନ ଭୋଇ (୬ ଡିସେମ୍ବର ୧୯୩୨ - ୧୪ ଅକ୍ଟୋବର ୨୦୦୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ । ୧୯୬୭ ଓ ୧୯୭୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କେସିଙ୍ଗା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୪ର୍ଥ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଭଗବାନ ଭୋଇ ୧୯୩୨ ମସିହାର ଡିସେମ୍ବର ୬ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଗୟାଧର ଭୋଇ ଓ ପତ୍ନୀଙ୍କ ନାମ ଚିରଞ୍ଜୀବି ଭୋଇ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଭଗବାନ ଭୋଇ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ଭଗବାନ ଭୋଇ ୨୦୦୭ ମସିହାର ଅକ୍ଟୋବର ୧୪ ତାରିଖରେ ତାରିଖରେ ୭୪ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Bhagawan Bhoi". odishaassembly.nic.in. Odisha Assembly. Retrieved 6 June 2021.