ଭାଗୀରଥି ବଡ଼ଜେନା

ଉଇକିପିଡ଼ିଆ‌ରୁ
(ଭାଗିରଥି ବଡ଼ଜେନାରୁ ଲେଉଟି ଆସିଛି)
ଭାଗୀରଥି ବଡ଼ଜେନା
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ୨୦୧୪
ପର ଅଧିକାରୀପ୍ରିୟଦର୍ଶୀ ମିଶ୍ର
ନିର୍ବାଚନ ମଣ୍ଡଳୀଭୁବନେଶ୍ୱର (ଉତ୍ତର)
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ୨୦୧୯
ପୂର୍ବ ଅଧିକାରୀବିଭୂତି ଭୂଷଣ ବଳବନ୍ତରାୟ
ପର ଅଧିକାରୀସୁରେଶ କୁମାର ରାଉତରାୟ
ନିର୍ବାଚନ ମଣ୍ଡଳୀଜଟଣୀ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1951-08-28) ୨୮ ଅଗଷ୍ଟ ୧୯୫୧ (ବୟସ ୭୨)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀସବିତା ବଡ଼ଜେନା
ବାପା/ବୋଉରଘୁନାଥ ବଡ଼ଜେନା (ବାପା)
ବୃତ୍ତିରାଜନୀତିଜ୍ଞ

ଭାଗୀରଥି ବଡ଼ଜେନା (ଜନ୍ମ: ୨୮ ଅଗଷ୍ଟ ୧୯୫୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ଭାଗୀରଥି ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୨୦୦୯ ଓ ୨୦୧୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଭୁବନେଶ୍ୱର ଉତ୍ତର ଓ ଜଟଣୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଭାଗୀରଥି ବଡ଼ଜେନା ୧୯୫୧ ମସିହାର ଅଗଷ୍ଟ ମାସ ୨୮ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ରଘୁନାଥ ବଡ଼ଜେନା ଏବଂ ପତ୍ନୀଙ୍କ ନାମ ସବିତା ବଡ଼ଜେନା ।[୧] ଭାଗୀରଥିଙ୍କ ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଭାଗୀରଥି ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ ୧.୫ "Shri Bhagirathi Badajena". odishaassembly.nic.in. Odisha Assembly. Retrieved 26 May 2020.