ଭି. ସୀତାରାମୟା

ଉଇକିପିଡ଼ିଆ‌ରୁ
ଭି. ସୀତାରାମୟା
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀଯତିରାଜ ପ୍ରହରାଜ
ନିର୍ବାଚନ ମଣ୍ଡଳୀଛତ୍ରପୁର
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୫ ଫେବୃଆରୀ ୧୯୮୯(୧୯୮୯-୦୨-୦୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳନିର୍ଦ୍ଦଳୀୟ ରାଜନୀତିଜ୍ଞ
ବୃତ୍ତିରାଜନୀତିଜ୍ଞ

ଭି. ସୀତାରାମୟା (ମୃତ୍ୟୁ: ୫ ଫେବୃଆରୀ ୧୯୮୯) ଜଣେ ଓଡ଼ିଆ ରାଜନୀତିଜ୍ଞା ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଛତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ସୀତାରାମୟା ନିର୍ଦ୍ଦଳୀୟ ରାଜନୀତିଜ୍ଞା ଭାବରେ ନିର୍ବାଚନ ଲଢ଼ି ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ସୀତାରାମୟା ୧୯୮୯ ମସିହାର ଫେବୃଆରୀ ମାସ ୫ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri V. Sitaramaya". odishaassembly.nic.in. Odisha Assembly. Retrieved 11 December 2020.