ମଙ୍ଗଳ ସିଂ ମୁଦି
ଦେଖଣା
ମଙ୍ଗଳ ସିଂ ମୁଦି | |
---|---|
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୦ – ୧୯୯୫ | |
ପୂର୍ବ ଅଧିକାରୀ | ଶମ୍ଭୁନାଥ ନାୟକ |
ପର ଅଧିକାରୀ | ଶମ୍ଭୁନାଥ ନାୟକ |
ନିର୍ବାଚନ ମଣ୍ଡଳୀ | ଜଶୀପୁର |
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୪ – ୨୦୧୯ | |
ପୂର୍ବ ଅଧିକାରୀ | କମଳାକାନ୍ତ ନାୟକ |
ପର ଅଧିକାରୀ | ଗଣେଶ ରାମ ସିଂ ଖୁଣ୍ଟିଆ |
ନିର୍ବାଚନ ମଣ୍ଡଳୀ | ଜଶୀପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୧ ଜାନୁଆରୀ ୧୯୪୯ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଜନତା ପାର୍ଟି |
ଜୀବନ ସାଥୀ | ବଦାନୀ ମୁଦି |
ବାପା/ବୋଉ | କଳାକାର ମୁଦି (ବାପା) |
ବୃତ୍ତି | ରାଜନୀତିଜ୍ଞ |
ମଙ୍ଗଳ ସିଂ ମୁଦି (ଜନ୍ମ: ୧ ନଭେମ୍ବର ୧୯୪୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ମଙ୍ଗଳ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୯୦ ଓ ୨୦୧୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଜଶୀପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ମଙ୍ଗଳ ସିଂ ମୁଦି ୧୯୪୯ ମସିହାର ନଭେମ୍ବର ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କଳାକାର ମୁଦି ଏବଂ ପତ୍ନୀଙ୍କ ନାମ ବଦାନୀ ମୁଦି ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ଇଣ୍ଟରମିଡିଏଟ୍ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ମଙ୍ଗଳ ସିଂ ମୁଦି ଓଡ଼ିଶା ରାଜନୀତିରେ ପ୍ରଥମେ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ଏବଂ ପରେ ସେ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ "Shri Mangal Singh Mudi". odishaassembly.nic.in. Odisha Assembly. Retrieved 15 October 2019.