ମଦନ ଦେହୁରୀ
Appearance
ମଦନ ଦେହୁରୀ | |
---|---|
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ନିର୍ବାଚନ ମଣ୍ଡଳୀ | ଢେଙ୍କାନାଳ |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୨୮ ଡିସେମ୍ବର ୧୯୭୧ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ କମ୍ୟୁନିଷ୍ଟ ପାର୍ଟି |
ଜୀବନ ସାଥୀ | ଜୀରା ଦେହୁରୀ |
ବାପା/ବୋଉ | ଭରତ ଦେହୁରୀ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ମଦନ ଦେହୁରୀ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ମଦନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ ଢେଙ୍କାନାଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ ପରିବାର ଓ ଶିକ୍ଷା
[ସମ୍ପାଦନା]ମଦନଙ୍କ ବାପାଙ୍କ ନାମ ଭାରତ ଦେହୁରୀ ଓ ପତ୍ନୀଙ୍କ ନାମ ଜୀରା ଦେହୁରୀ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ମଦନ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।
ମୃତ୍ୟୁ
[ସମ୍ପାଦନା]ମଦନ ୧୯୭୧ ମସିହାର ଡିସେମ୍ବର ମାସ ୨୮ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Madan Dehuri". odishaassembly.nic.in. Odisha Assembly. Retrieved 7 August 2020.