ମନୋଜ ମହାନ୍ତି
Appearance
ମନୋଜ ମହାନ୍ତି | |
---|---|
ଜନ୍ମ ଓ ଜନ୍ମସ୍ଥାନ | ମନୋଜ ମହାନ୍ତି |
ବୃତ୍ତି | କବି |
ଭାଷା | ଓଡ଼ିଆ |
ଜାତୀୟତା | ଭାରତୀୟ |
ସାହିତ୍ୟ କୃତି | ପ୍ରତି ପଲକରେ ତୁମେ |
ପୁରସ୍କାର | ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ୨୦୧୫[୧] |
ମନୋଜ ମହାନ୍ତି ଜଣେ ଓଡ଼ିଆ ଗୀତିକବି, ଯିଏକି ଆକାଶବାଣୀ ଓ ଦୂରଦର୍ଶନର ଜଣେ ସ୍ୱୀକୃତିପ୍ରାପ୍ତ ଗୀତିକାର ।[୨][୩] ସେ ଓଡ଼ିଆ ଭାଷାରେ ଦଶରୁ ଉଦ୍ଧ୍ୱ ଗୀତିକବିତା ପୁସ୍ତକ ରଚନା କରିଛନ୍ତି ।[୨][୪] ୨୦୧୫ ମସିହାରେ ତାଙ୍କୁ ତାଙ୍କର ଗୀତିକବିତା ପ୍ରତି ପଲକରେ ତୁମେ ପାଇଁ ତାଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା ।[୫][୬]
ରଚନାବଳୀ
[ସମ୍ପାଦନା]- ପ୍ରତି ପଲକରେ ତୁମେ (ଗୀତିକବିତା)[୭]
ପୁରସ୍କାର
[ସମ୍ପାଦନା]- ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ୨୦୧୫[୮]
- ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର, ୨୦୧୩[୨]
ଆଧାର
[ସମ୍ପାଦନା]- ↑ "୨୦୧୨, ୨୦୧୩, ୨୦୧୪ ମସିହାରେ ପ୍ରକାଶିତ ୨୦୧୫ ବର୍ଷର ପୁରସ୍କୃତ ପୁସ୍ତକ". ଓଡ଼ିଶା ସାହିତ୍ୟ ଏକାଡେମୀ. Archived from the original on 15 July 2022. Retrieved 15 July 2022.
- ↑ ୨.୦ ୨.୧ ୨.୨ "ମନୋଜ ମହାନ୍ତିଙ୍କୁ ଏକଡେମୀ ପୁରସ୍କାର". ତଥ୍ୟ ଡଟ୍ ଇନ୍. ଭୁବନେଶ୍ୱର. 12 July 2020. Archived from the original on 20 July 2022. Retrieved 20 July 2022.
- ↑ "୨୦୧୫ ଓ ୨୦୧୬ ପାଇଁ ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା, ଜାଣନ୍ତୁ କିଏ କେଉଁ ବିଭାଗରେ ପାଇବେ ପୁରସ୍କାର". Prameyanews7. ଭୁବନେଶ୍ୱର. 10 July 2020. Archived from the original on 15 July 2022. Retrieved 15 July 2022.
- ↑ Otv, News Desk. "୨୦୧୫ ଓ ୨୦୧୬ ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା". ୨୦୧୫ ଓ ୨୦୧୬ ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା. Archived from the original on 2022-07-15. Retrieved 2022-07-15.
- ↑ Pradhan, Hemanta (10 July 2020). "Odisha Sahitya Akademi Awards for 2015, 2016 declared - Times of India". The Times of India (in English). Bhubaneswar. Retrieved 15 July 2022.
{{cite news}}
: CS1 maint: unrecognized language (link) - ↑ "Odisha Sahitya Akademi award for 18 authors". The New Indian Express. Retrieved 2022-07-16.
- ↑ "ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର: ଉପନ୍ୟାସରେ ନିତ୍ୟାନନ୍ଦ ପଣ୍ଡା, ଗୀତି କବିତାରେ ମନୋଜ ମହାନ୍ତି". Samaya Live. ଭୁବନେଶ୍ୱର. 11 July 2020. Archived from the original on 15 July 2022. Retrieved 15 July 2022.
- ↑ "Odisha Sahitya Akademi Awards announced | Sambad English". Sambad English (in English). Bhubaneswar: sambadenglish.com. 10 July 2020. Archived from the original on 15 July 2022. Retrieved 15 July 2022.
{{cite news}}
: CS1 maint: unrecognized language (link)