ମନୋହର ସିଂହ ନାଏକ

ଉଇକିପିଡ଼ିଆ‌ରୁ
ମନୋହର ସିଂହ ନାଏକ
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୭ – ୧୯୬୧
ପର ଅଧିକାରୀବିନୋଦ ବିହାରୀ ବରିହା
ନିର୍ବାଚନ ମଣ୍ଡଳୀଝାରସୁଗୁଡ଼ା
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ନିର୍ବାଚନ ମଣ୍ଡଳୀଝାରସୁଗୁଡ଼ା-ରାମ୍ପେଲ୍ଲା
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଗଣତନ୍ତ୍ର ପରିଷଦ
ଜୀବନ ସାଥୀହରପ୍ରିୟା ସିଂହ ନାଏକ
ବାପା/ବୋଉଭାଗିରଥି ସିଂହ ନାଏକ (ବାପା)
ବୃତ୍ତିରାଜନୀତିଜ୍ଞ

ମନୋହର ସିଂହ ନାଏକ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ । ୧୯୫୨ ଓ ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଝାରସୁଗୁଡ଼ା-ରାମ୍ପେଲ୍ଲା ଓ ଝାରସୁଗୁଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ମନୋହର ସିଂହ ନାଏକଙ୍କ ବାପାଙ୍କ ନାମ ଭାଗିରଥି ସିଂହ ନାଏକ ଓ ପତ୍ନୀଙ୍କ ନାମ ହରପ୍ରିୟା ସିଂହ ନାଏକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ମନୋହର ସିଂହ ନାଏକ ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Manohar Singh Naik". odishaassembly.nic.in. Odisha Assembly. Retrieved 12 August 2021.