ମହମ୍ମଦ ଅତାହାର
ଦେଖଣା
ମହମ୍ମଦ ଅତାହାର | |
---|---|
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପର ଅଧିକାରୀ | ସୁରେନ୍ଦ୍ରନାଥ ପଟ୍ଟନାୟକ |
ନିର୍ବାଚନ ମଣ୍ଡଳୀ | ମାହାଙ୍ଗା |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ବୃତ୍ତି | ରାଜନୀତିଜ୍ଞ |
ମହମ୍ମଦ ଅତାହାର ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିର ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଅତାହାର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୫୨ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ମାହାଙ୍ଗା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ମହମ୍ମଦ ଅତାହାର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Mahammad Attahar". odishaassembly.nic.in. Odisha Assembly. Retrieved 21 March 2020.