ମହମ୍ମଦ ଖାଁ

ଉଇକିପିଡ଼ିଆ‌ରୁ
ମହମ୍ମଦ ଖାଁ
ବିଧାୟକ: ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୪୬ – ୧୯୫୨
ନିର୍ବାଚନ ମଣ୍ଡଳୀବାଲେଶ୍ୱର ତ‌ଥା ସମ୍ବଲପୁର
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳମୁସଲିମ୍‍ ଲିଗ୍‍
ବୃତ୍ତିରାଜନୀତିଜ୍ଞ

ମହମ୍ମଦ ଖାଁ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ଦ୍ୱିତୀୟ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଲେଶ୍ୱର ତ‌ଥା ସମ୍ବଲପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ଭାବରେ ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧][୨]

ରାଜନୈତିକ ଜୀବନ[ସମ୍ପାଦନା]

ମହମ୍ମଦ ଖାଁ ମୁସଲିମ୍‍ ଲିଗ୍‍ର ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Mahammed Khan". odishaassembly.nic.in. Odisha Assembly. Retrieved 7 January 2024.
  2. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୪୭. ISBN 978-81-89436-54-4. Retrieved 7 January 2024.{{cite book}}: CS1 maint: unrecognized language (link)