ମହମ୍ମଦ ରଫିକ୍
Appearance
ମହମ୍ମଦ ରଫିକ୍ | |
---|---|
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୪ – ୨୦୦୯ | |
ନିର୍ବାଚନ ମଣ୍ଡଳୀ | ମେଳଛାମୁଣ୍ଡା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୮ ଅଗଷ୍ଟ ୧୯୫୬ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜନତା ପାର୍ଟି |
ବାପା/ବୋଉ | ଅବଦୁଲ ମୂସା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ମହମ୍ମଦ ରଫିକ୍ (ଜନ୍ମ: ୨୮ ଅଗଷ୍ଟ ୧୯୫୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ମେଳଛାମୁଣ୍ଡା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ମହମ୍ମଦ ରଫିକ୍ ୧୯୫୬ ମସିହାର ଅଗଷ୍ଟ ୨୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଅବଦୁଲ ମୂସା ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ମହମ୍ମଦ ରଫିକ୍ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Mohammad Rafique". odishaassembly.nic.in. Odisha Assembly. Retrieved 7 August 2022.