ମହେଶ୍ୱର ନାଏକ

ଉଇକିପିଡ଼ିଆ‌ରୁ
ମହେଶ୍ୱର ନାଏକ
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୨୦୦୦
ପୂର୍ବ ଅଧିକାରୀତ୍ରିନାଥ ନାୟକ
ପର ଅଧିକାରୀଅଞ୍ଜଳି ବେହେରା
ନିର୍ବାଚନ ମଣ୍ଡଳୀହିନ୍ଦୋଳ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1954-06-01) ୧ ଜୁନ ୧୯୫୪ (ବୟସ ୬୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀମନୁଷା ନାଏକ
ବାପା/ବୋଉମୋଚିଆ ନାଏକ (ବାପା)
ବୃତ୍ତିରାଜନୀତିଜ୍ଞ

ମହେଶ୍ୱର ନାଏକ (ଜନ୍ମ: ୧ ଜୁନ ୧୯୫୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ମହେଶ୍ୱର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୫ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ ହିନ୍ଦୋଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

ମହେଶ୍ୱର ୧୯୫୪ ମସିହାର ଜୁନ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମୋଚିଆ ନାଏକ ଓ ପତ୍ନୀଙ୍କ ନାମ ମନୁଷା ନାଏକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ମହେଶ୍ୱର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।

ଆଧାର[ସମ୍ପାଦନା]

  1. "Shri Maheswar Naik". odishaassembly.nic.in. Odisha Assembly. Retrieved 11 August 2020.