ମହେଶ ଚନ୍ଦ୍ର ସୁବାହୁ ସିଂହ

ଉଇକିପିଡ଼ିଆ‌ରୁ
ମହେଶ ଚନ୍ଦ୍ର ସୁବାହୁ ସିଂହ
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀମୃତ୍ୟୁଞ୍ଜୟ ପାଳ
ନିର୍ବାଚନ ମଣ୍ଡଳୀପାଲଲହଡ଼ା
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା (ସ୍ୱାଧୀନତା ପୂର୍ବର)
କାର୍ଯ୍ୟକାଳ
୧୯୪୬ – ୧୯୫୨
ନିର୍ବାଚନ ମଣ୍ଡଳୀଢେଙ୍କାନାଳ
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ମହେଶ ଚନ୍ଦ୍ର ସୁବାହୁ ସିଂହ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିସା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ମହେଶ ସ୍ୱାଧୀନତା ପୂର୍ବରୁ ଏବଂ ସ୍ୱାଧୀନତା ପରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ ଲେଖାଏଁ କାର୍ଯ୍ୟ କରିଥିଲେ । ୧୯୪୬ ମସିହାରେ ପରାଧୀନ ଭାରତର ୨ୟ ଓଡ଼ିଶା ବିଧାନ ସଭାକୁ ଢେଙ୍କାନାଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ । ୧୯୫୨ ମସିହାରେ ସ୍ୱାଧୀନ ଭାରତର ପ୍ରଥମ ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ ପାଲଲହଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ମହେଶ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଏବଂ ପରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ମହେଶଙ୍କର ମୃତ୍ୟୁ ପାଇଁ ୧୯୫୯ ମସିହାର ଅଗଷ୍ଟ ମାସ ୨୪ ତାରିଖରେ ବିଧାନ ସଭାରେ ଶୋକ ସଭାର ଆୟୋଜନ କରାଯାଇଥିଲା ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Mahesh Chandra Subahusingh". odishaassembly.nic.in. Odisha Assembly. Retrieved 21 July 2020.