ମା' ଯାହାର ସାହା

ଉଇକିପିଡ଼ିଆ‌ରୁ
ମା' ଯାହାର ସାହା
ନିର୍ଦ୍ଦେଶକକାହ୍ନୁ ମହାନ୍ତି
ସଂଳାପବିଜୟ ମିଶ୍ର
ଚିତ୍ରନାଟ୍ୟବିଜୟ ମିଶ୍ର
କାହାଣୀକାହ୍ନୁ ମହାନ୍ତି
କଳାକାରଉତ୍ତମ ମହାନ୍ତି
ଅପରାଜିତା ମହାନ୍ତି
ମିହିର ଦାସ
ଦେବୁ ବୋଷ
ଜୟୀରାମ ସାମଲ
ଦୁଃଖିରାମ ସ୍ୱାଇଁ
ସଙ୍ଗୀତଅକ୍ଷୟ ମହାନ୍ତି
ସମ୍ପାଦକଦେବେନ ମିଶ୍ର[୧][୨]
ମୁକ୍ତିଲାଭ ତାରିଖ
୧୯୯୨
ଦେଶ ଭାରତ
ଭାଷାଓଡ଼ିଆ

ମା' ଯାହାର ସାହା, ୧୯୯୨ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର ।[୩] ବିଜୟ ମିଶ୍ର ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ । କାହ୍ନୁ ମହାନ୍ତି ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।

ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି, ମିହିର ଦାସ, ଦେବୁ ବୋଷ, ଜୟୀରାମ ସାମଲ, ଦୁଃଖିରାମ ସ୍ୱାଇଁ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

ଅଭିନୟ[ସମ୍ପାଦନା]

ଗୀତ ଏବଂ ସଙ୍ଗୀତ[ସମ୍ପାଦନା]

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅକ୍ଷୟ ମହାନ୍ତି

ଗୀତ[ସମ୍ପାଦନା]

କ୍ରମଗୀତସମୟ

ଆଧାର[ସମ୍ପାଦନା]

  1. "ଖ୍ୟାତନାମା ଚଳଚ୍ଚିତ୍ର ସମ୍ପାଦକ ଦେବେନ ମିଶ୍ରଙ୍କ ପରଲୋକ | Sambad". ସମ୍ବାଦ. ଭୁବନେଶ୍ୱର: sambad.in. 16 August 2020. Archived from the original on 3 July 2022. Retrieved 16 August 2020.
  2. "ଫିଲ୍ମ ଏଡିଟର ଦେବେନ ମିଶ୍ରଙ୍କ ପରଲୋକ". Odisha Reporter. ଭୁବନେଶ୍ୱର. 16 August 2020. Archived from the original on 3 July 2022. Retrieved 9 September 2020.
  3. "ପ୍ରେକ୍ଷାଳୟରେ ପ୍ରଦର୍ଶିତ ହୋଇଥିବା ଓଡ଼ିଆ ଫିଲ୍ମ" (PDF). ସିନେ ସମ୍ବାଦ. Internet Archive. 2 August 1997. Retrieved 15 July 2020.

ବାହାର ଆଧାର[ସମ୍ପାଦନା]