ମାଡକାମୀ ଗୁରୁ

ଉଇକିପିଡ଼ିଆ‌ରୁ
ମାଡକାମୀ ଗୁରୁ
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୭ – ୧୯୬୧
ପୂର୍ବ ଅଧିକାରୀଲକ୍ଷ୍ମଣ ଗୌଡ଼
ପର ଅଧିକାରୀଗୁରୁ ନାୟକ
ନିର୍ବାଚନ ମଣ୍ଡଳୀମାଲକାନଗିରି
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଗଣତନ୍ତ୍ର ପରିଷଦ
ବୃତ୍ତିରାଜନୀତିଜ୍ଞ

ମାଡକାମୀ ଗୁରୁ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ମାଲକାନଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ମାଡକାମୀ ଗୁରୁ ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।

୧୯୫୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଗଣତନ୍ତ୍ର ପରିଷଦର ପ୍ରାର୍ଥୀ ଭାବରେ ମାଲକାନଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪,୮୭୧ ଖଣ୍ଡ ଭୋଟ୍ ପାଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଜଗନ୍ନାଥ ବୁରୁଡ଼ଙ୍କୁ ୨,୧୦୮ ଖଣ୍ଡ ଭୋଟ୍‌ରେ ପରାସ୍ତ କରି ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨]

ଆଧାର[ସମ୍ପାଦନା]

  1. ଡକ୍ଟର ଉଦ୍ଧବ ଚରଣ ନାୟକ (2013). ଓଡ଼ିଶା ରାଜନୀତିର ଇତିହାସ (2nd ed.). ଭୁବନେଶ୍ୱର: ଆମ ଓଡ଼ିଶା. p. ୧୧୪. Retrieved 21 April 2022.
  2. "Orissa 1957". Election Commission of India (in Indian English). Retrieved 2019-06-27.