ମାନସୀ (ଓଡ଼ିଆ କଥାଚିତ୍ର)

ଉଇକିପିଡ଼ିଆ‌ରୁ
ମାନସୀ
ନିର୍ଦ୍ଦେଶକମଳୟ ମିତ୍ର
ପ୍ରଯୋଜକଜୟନ୍ତ କୁମାର
ସଂଳାପକୁମାର ଆନନ
ଚିତ୍ରନାଟ୍ୟମଳୟ ମିତ୍ର
କାହାଣୀବିମଳ ସାଧୁ
କଳାକାରଶ୍ୟାମଳେନ୍ଦୁ ଭଟ୍ଟାଚାର୍ଯ୍ୟ
ତ୍ରିପୁରା ମିଶ୍ର
ସ୍ୱରୂପ ନାୟକ
ରାଧା ପଣ୍ଡା
ଶ୍ରୀରାମ ପଣ୍ଡା
ସାମୁଏଲ ସାହୁ
ସଙ୍ଗୀତପ୍ରଫୁଲ୍ଲ କର
ଚିତ୍ରଗ୍ରହଣଆଶୁ ଦତ୍ତ
ମୁକ୍ତିଲାଭ ତାରିଖ
୧୯୮୧
ଦେଶ ଭାରତ
ଭାଷାଓଡ଼ିଆ

ମାନସୀ, ୧୯୮୧ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର ।[୧] ଜୟନ୍ତ କୁମାର ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ । ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ବିମଳ ସାହୁ ଏବଂ କୁମାର ଆନନ୍ଦ କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ମଳୟ ମିତ୍ର ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।

ଶ୍ୟାମଳେନ୍ଦୁ ଭଟ୍ଟାଚାର୍ଯ୍ୟ, ତ୍ରିପୁରା ମିଶ୍ର, ସ୍ୱରୂପ ନାୟକ, ରାଧା ପଣ୍ଡା, ଶ୍ରୀରାମ ପଣ୍ଡା, ସାମୁଏଲ ସାହୁ, ସୌଦାମିନି ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

ଅଭିନୟ[ସମ୍ପାଦନା]

କାହାଣୀ[ସମ୍ପାଦନା]

ଗୀତ ଏବଂ ସଙ୍ଗୀତ[ସମ୍ପାଦନା]

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ପ୍ରଫୁଲ୍ଲ କର । ଗୋକୁଳାନନ୍ଦ ପରିଡ଼ା, ପ୍ରଫୁଲ୍ଲ କର ଆଦି ଗୀତିକାରମାନେ କଥାଚିତ୍ରଟିର ଗୀତଗୁଡ଼ିକ ରଚନା କରିଥିଲେ । ଦେବାଶିଷ ମହାପାତ୍ର, ପ୍ରଫୁଲ୍ଲ କର ଆଦି କଣ୍ଠଶିଳ୍ପୀମାନ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।

ଗୀତ[ସମ୍ପାଦନା]

କ୍ରମଗୀତସମୟ

ଆଧାର[ସମ୍ପାଦନା]

  1. "ପ୍ରେକ୍ଷାଳୟରେ ପ୍ରଦର୍ଶିତ ହୋଇଥିବା ଓଡ଼ିଆ ଫିଲ୍ମ" (PDF). ସିନେ ସମ୍ବାଦ. Internet Archive. 2 August 1997. Retrieved 15 July 2020.

ବାହାର ଆଧାର[ସମ୍ପାଦନା]

  • ଇଣ୍ଟରନେଟ ମୁଭି ଡାଟାବେସରେ ମାନସୀ