ମାନସ ମାଡକାମୀ
Appearance
ମାନସ ମାଡକାମୀ | |
---|---|
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୪ – ୨୦୧୯ | |
ପୂର୍ବ ଅଧିକାରୀ | ମୁକୁନ୍ଦ ସୋଡ଼ୀ |
ପର ଅଧିକାରୀ | ଆଦିତ୍ୟ ମାଢ଼ୀ |
ନିର୍ବାଚନ ମଣ୍ଡଳୀ | ମାଲକାନଗିରି |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ବୃତ୍ତି | ରାଜନୀତିଜ୍ଞ |
ମାନସ ମାଡକାମୀ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ମାଲକାନଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ମାନସ ମାଡକାମୀ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେଡିର ପ୍ରାର୍ଥୀ ଭାବରେ ମାଲକାନଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୩୪,୬୮୮ ଖଣ୍ଡ ଭୋଟ୍ ପାଇ ୩ୟ ସ୍ଥାନରେ ଥିଲେ ଏବଂ ବଜୟୀ ହୋଇଥିବା ଭାରତୀୟ ଜନତା ପାର୍ଟିର ପାର୍ଥୀ ନରସିଂହ ମାଡ଼କାମିଙ୍କ ଠାରୁ ୪୩,୯୯୧ ଖଣ୍ଡ ଭୋଟ୍ରେ ପରାସ୍ତ ହୋଇଥିଲେ ।[୨]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Manas Madkami". odishaassembly.nic.in. Odisha Assembly. Retrieved 16 April 2022.
- ↑ "General Election to Assembly Constituencies 2024: Malkangiri (Odisha)". Election Commission of India. Retrieved 26 June 2024.