ମାର୍ଗାରେଟ ହାମିଲଟନ (ବୈଜ୍ଞାନିକ)

ଉଇକିପିଡ଼ିଆ‌ରୁ
ମାର୍ଗାରେଟ ହାମିଲଟନ
୧୯୯୫ ମସିହାରେ ହାମିଲଟନ
Born (1936-08-17) ଅଗଷ୍ଟ ୧୭, ୧୯୩୬ (ବୟସ ୮୭)
Educationଅର୍ଲହାମ କଲେଜ
Occupation(s)ହାମିଲଟନ ଟେକନୋଲୋଜିସ, Incର ସିଇଓ
କମ୍ପ୍ୟୁଟର ବୈଜ୍ଞାନିକ
Spouseଜେମ୍ସ କକ୍ ହାମିଲଟନ

ମାର୍ଗାରେଟ ହିଫିଲ୍ଡ ହାମିଲଟନ (ଇଂରାଜୀ: Margaret Heafield Hamilton, ଜନ୍ମ ୧୯୩୬ ମସିହା ଅଗଷ୍ଟ ୧୭)[୧] ଜଣେ କମ୍ପ୍ୟୁଟର ବିଜ୍ଞାନୀ,  ସିଷ୍ଟମ ଇଞ୍ଜିନିୟର, ଏବଂ ବ୍ୟବସାୟ ମାଲିକ । ସେ ଏମଆଇଟି ଇନଷ୍ଟ୍ରୁମେଣ୍ଟେସନ ଲାବୋରୋଟୋରୀର ସଫ୍ଟଓଏର ଇଞ୍ଜିନିୟରିଂ ବିଭାଗର ନିର୍ଦ୍ଦେଶକ ଥିଲେ । ଏହି ବିଭାଗ ଆପୋଲୋ ସ୍ପେସ ପ୍ରୋଗ୍ରାମର[୨] ଫ୍ଲାଇଟ ଭିତର ସଫ୍ଟଓଏରର ବିକାଶ କରିଥିଲା । ଆପୋଲୋ ୧୧ର କଠିନ ସମୟରେ ହାମିଲଟନଙ୍କ ଦଳର କାମ ଏହି ଯାନକୁ ଚନ୍ଦ୍ର ଉପରେ ଉହ୍ଲାଇବାର ବନ୍ଦରୁ ରୋକିଥିଲା ।[୩] ୧୯୮୬ ମସିହାରେ ସେ ମାସାଚୁସେଟ୍ସର କ୍ୟାମ୍ବ୍ରିଜରେ ହାମିଲଟନ ଟେକନୋଲୋଜି, Inc.ର ସିଇଓ ହୋଇଥିଲେ । କମ୍ପାନିଟି ହାମିଲଟନଙ୍କ ସିଷ୍ଟମ ଓ ସଫ୍ଟଓଏର ଡିଜାଇନ ପାଇଁ ଡେଭଲପମେଣ୍ଟ ବିଫୋର ଦି ଫାକ୍ଟ (DBTF) ପାରାଡାଇମକୁ ଆଧାର କରି ଓ ଇଉନିଭର୍ସାଲ ସିଷ୍ଟମ୍ସ ଲାଙ୍ଗୁଏଜକୁ ନେଇ ତିଆରି ହୋଇଥିଲା ।[୪]

ନିଜେ ଜଡ଼ିତ ଥିବା ୬୦ ଗୋଟି ପ୍ରକଳ୍ପ ଓ ଛ'ଟି ପ୍ରୋଗ୍ରାମକୁ ଭିତ୍ତି କରି ହାମିଲଟନ ୧୩୦ରୁ ଅଧିକ ପେପର, ପ୍ରୋସିଡିଂ ଓ ରିପୋର୍ଟ ପ୍ରକାଶ କରିଛନ୍ତି ।

ପ୍ରକାଶନ[ସମ୍ପାଦନା]

  • M. Hamilton (1994), "Inside Development Before the Fact," cover story, Special Editorial Supplement, 8ES-24ES. Electronic Design, Apr. 1994.
  • M. Hamilton (1994), "001: A Full Life Cycle Systems Engineering and Software Development Environment," cover story, Special Editorial Supplement, 22ES-30ES. Electronic Design, Jun. 1994.
  • M. Hamilton, Hackler, W. R.. (2004), Deeply Integrated Guidance Navigation Unit (DI-GNU) Common Software Architecture Principles (revised dec-29-04), DAAAE30-02-D-1020 and DAAB07-98-D-H502/0180, Picatinny Arsenal, NJ, 2003-2004.
  • M. Hamilton and W. R. Hackler (2007), "Universal Systems Language for Preventative Systems Engineering," Proc. 5th Ann. Conf. Systems Eng. Res. (CSER), Stevens Institute of Technology, Mar. 2007, paper #36.
  • M. Hamilton and W. R. Hackler (2007), "A Formal Universal Systems Semantics for SysML", 17th Annual International Symposium, INCOSE 2007, San Diego, CA, Jun. 2007.
  • M. Hamilton and W. R. Hackler (2008), "Universal Systems Language: Lessons Learned from Apollo", IEEE Computer, Dec. 2008.

ଆଧାର[ସମ୍ପାଦନା]

  1. Tiffany K. Wayne (2011). American Women of Science Since 1900. ABC-CLIO. pp. 480–1. ISBN 978-1-59884-158-9.
  2. NASA Office of Logic Design "About Margaret Hamilton" (Last Revised: February 03, 2010)
  3. Michael Braukus NASA News "NASA Honors Apollo Engineer" Archived 2010-11-24 at the Wayback Machine. (Sept. 3, 2003)
  4. M. Hamilton, W.R. Hackler (December 2008). "Universal Systems Language: Lessons Learned from Apollo". IEEE Computer. doi:10.1109/MC.2008.541.