ମାୟାଧର ସିଂହ
ଦେଖଣା
ମାୟାଧର ସିଂହ | |
---|---|
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୧ | |
ପୂର୍ବ ଅଧିକାରୀ | ପରମାନନ୍ଦ ମହାନ୍ତି |
ପର ଅଧିକାରୀ | ଗଦାଧର ଦତ୍ତ |
ନିର୍ବାଚନ ମଣ୍ଡଳୀ | ଧର୍ମଶାଳା |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ରମାରାଣୀ ସିଂହ |
ବାପା/ବୋଉ | ଗୁହିଗୁମାନ ସିଂହ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ମାୟାଧର ସିଂହ ଜଣେ ଓଡ଼ିଆ ରାଜନୀତିଜ୍ଞ । ମାୟାଧର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୫୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମାୟାଧର ଧର୍ମଶାଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ମାୟାଧର ସିଂହଙ୍କ ବାପାଙ୍କ ନାମ ଗୁହିଗୁମାନ ସିଂହ ଏବଂ ପତ୍ନୀଙ୍କ ନାମ ରମାରାଣୀ ସିଂହ ।[୧] ମାୟାଧରଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ରୁ କମ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ମାୟାଧର ସିଂହ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ "Shri Mayadhar Singh". odishaassembly.nic.in. Odisha Assembly. Retrieved 24 November 2019.