ମିନାକ୍ଷୀ ମହନ୍ତ

ଉଇକିପିଡ଼ିଆ‌ରୁ
ମିନାକ୍ଷୀ ମହନ୍ତ
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀସନାତନ ମହାକୁଡ଼
ନିର୍ବାଚନ ମଣ୍ଡଳୀଚମ୍ପୁଆ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1983-11-26) ୨୬ ନଭେମ୍ବର ୧୯୮୩ (ବୟସ ୪୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀତ୍ରିଲୋଚନ କାନୁନଗୋ
ବାପା/ବୋଉସୁଶୀଲ କୁମାର ମହନ୍ତ (ବାପା)
ବୃତ୍ତିରାଜନୀତିଜ୍ଞ

ମିନାକ୍ଷୀ ମହନ୍ତ (ଜନ୍ମ: ୨୬ ନଭେମ୍ବର ୧୯୮୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ମିନାକ୍ଷୀ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଚମ୍ପୁଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ମିନାକ୍ଷୀ ମହନ୍ତ ୧୯୮୩ ମସିହାର ନଭେମ୍ବର ମାସ ୨୬ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସୁଶୀଲ କୁମାର ମହନ୍ତ ଏବଂ ପତିଙ୍କ ନାମ ଭକ୍ତବନ୍ଧୁ ମହନ୍ତ ।[୧] ମିନାକ୍ଷୀଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ଇଣ୍ଟରମିଡିଅଟ୍ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ମିନାକ୍ଷୀ ମହନ୍ତ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ବର୍ତ୍ତମାନ କାର୍ଯ୍ୟ କରୁଛନ୍ତି ।[୧]

୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମିନାକ୍ଷୀ ମହନ୍ତ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ଚମ୍ପୁଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୨୦୧୯ ମସିହାରୁ ଏବେଯାଏଁ କାର୍ଯ୍ୟ କରି ଆସୁଛନ୍ତି ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Smt. Minakshi Mahanta". odishaassembly.nic.in. Odisha Assembly. Retrieved 1 February 2020.