ମିଳିତ ଜାତିସଂଘ

ଉଇକିପିଡ଼ିଆ ରୁ
ସିଧାସଳଖ ଯିବେ ଦିଗବାରେଣିକୁ, ଖୋଜିବେ

ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ଵିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ଵେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ଵାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର ,  ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ଵନ୍ଦର ସମାଧାନ କରିବା । 

୧୯୪୩ ମସିହାରେ ଆମେରିକାର ତତ୍କାଳୀନ ରାଷ୍ଟ୍ରପତି ଫ୍ରାଙ୍କଲିନ ରୁଜଭେଲ୍ଟ ଜାତିସଂଘର ପରିକଳ୍ପନା ପାଇଁ ହାତରେ କରିଥିବା ଲେଖନ 
୧୯୪୫ରେ ଜାତିସଂଘର ପ୍ରତିଷ୍ଠା ପରେ ହଲ୍କା ନୀଳ ରଙ୍ଗ ଥିବା ଦେଶ ସବୁ ପ୍ରତିଷ୍ଠାତା ସଦସ୍ୟ ଓ ଗାଢ ନୀଳ ରଙ୍ଗ ଥିବା ଦେଶ ସବୁ ସେମାନଙ୍କ ରକ୍ଷୟନରେ ଥିବା ଦେଶ ତଥା ଇଲାକା 

ଇତିହାସ[ସମ୍ପାଦନା]

ଶୀତଳ ଯୁଦ୍ଧର ଯୁଗ [ସମ୍ପାଦନା]

୧୯୫୩ରୁ ୧୯୬୧ରେ ତାଙ୍କର ମୃତ୍ୟୁ ହେବା ଯାଏ ସେକ୍ରେଟାରୀ ଜେନରେଲ ଭାବେ  ସକ୍ରିୟ ଭୂମିକାରେ ଥିବା ଦାଗ୍ ହମରର୍ଜୋଲ୍ଡ

ଶୀତଳ ଯୁଦ୍ଧ ପରବର୍ତ୍ତୀ କାଳ [ସମ୍ପାଦନା]

କୋଫି ଅନ୍ନନ, ୧୯୯୭ରୁ ୨୦୦୬ ପର୍ଯ୍ୟନ୍ତ ସେକ୍ରେଟାରୀ ଜେନେରାଲ 
Three former directors of the Global Smallpox Eradication Programme read the news that smallpox had been globally eradicated, 1980

ଆଧାର[ସମ୍ପାଦନା]

ବାହାର ତଥ୍ୟ[ସମ୍ପାଦନା]

Official websites

Other