ମୀନ (ରାଶି)
Appearance
ସୌରଜଗତରେ ଗ୍ରହମାନେ ସୂର୍ଯ୍ୟଙ୍କୁ କେନ୍ଦ୍ରକରି ଏକ କାଳ୍ପନିକ ଅଣ୍ଡାକୃତି ପଥରେ ଘୁରିବୁଲୁଥାନ୍ତି । ହିନ୍ଦୁ ଜ୍ୟୋତିଷରେ ଏହି କାଳ୍ପନିକ ପଥ ବା ରାଶିଚକ୍ରକୁ(୩୬୦ ଡିଗ୍ରୀ) ୧୨ ଭାଗ କରାଯାଇ ପ୍ରତ୍ୟେକ ଭାଗକୁ (୩୦ ଡିଗ୍ରୀ) ଗୋଟୀଏ ଗୋଟିଏ ରାଶିର କଳ୍ପନା କରାଯାଇଛି । ମୀନ ହେଉଛି ତନ୍ମଧ୍ୟରୁ ଶେଷ ବା ଦ୍ୱାଦଶ ରାଶି ।[୧]
ଆଧାର
[ସମ୍ପାଦନା]ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |