ମୁଁ ସପନର ସୌଦାଗର
Appearance
ମୁଁ ସପନର ସୌଦାଗର | |
---|---|
ନିର୍ଦ୍ଦେଶକ | ସଞ୍ଜୟ ନାୟକ |
ପ୍ରଯୋଜକ | ସାରଦା ପ୍ରସନ୍ନ ପଣ୍ଡା |
ସଂଳାପ | ନିର୍ମଳ ନାୟକ |
ଚିତ୍ରନାଟ୍ୟ | ସଞ୍ଜୟ ନାୟକ |
କାହାଣୀ | ସାରଦା ପ୍ରସନ୍ନ ପଣ୍ଡା |
କଳାକାର | ଅରିନ୍ଦମ ରାୟ, ଅର୍ଚ୍ଚିତା ସାହୁ, ସବ୍ୟସାଚୀ ମିଶ୍ର, ମିହିର ଦାସ, ଅଜିତ ଦାସ |
ସଙ୍ଗୀତ | ସାନ୍ତିରାଜ ଖୋସଲା |
ଚିତ୍ରଗ୍ରହଣ | ରମଣି ରଞ୍ଜନ ଦାସ |
ସମ୍ପାଦକ | ସଞ୍ଜୟ ନାୟକ |
ମୁକ୍ତିଲାଭ ତାରିଖ | ୧୮ ଫେବୃଆରୀ ୨୦୦୮ |
ଦେଶ | ଭାରତ |
ଭାଷା | ଓଡ଼ିଆ |
ସଞ୍ଜୟ ନାୟକଙ୍କ ନିର୍ଦ୍ଦେଶନାରେ ନିର୍ମିତ ଓଡ଼ିଆ କଥାଚିତ୍ର ମୁଁ ସପନର ସୌଦାଗର ୨୦୦୮ ମସିହାରେ ମୁକ୍ତିଲାଭ କରିଥିଲା ।
ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଅରିନ୍ଦମ ରାୟ ଓ ଅର୍ଚ୍ଚିତା ସାହୁ ।[୧] ଅଭିନେତା ସବ୍ୟସାଚୀ ମିଶ୍ର ଏହି କଥାଚିତ୍ରଟିରେ ଜଣେ ଖଳନାୟକ ଭୂମିକାରେ ଅଭିନୟ କରିଥିଲେ ।[୨]
ଅଭିନୟ
[ସମ୍ପାଦନା]- ଅରିନ୍ଦମ ରାୟ
- ଅର୍ଚ୍ଚିତା ସାହୁ[୩]
- ସବ୍ୟସାଚୀ ମିଶ୍ର[୪][୫]
- ମିହିର ଦାସ[୬]
- ଅଜିତ ଦାସ
- ଅଖିଳ ପଟ୍ଟନାୟକ
- ଓଁକାର
- ବୀଣା ମହାରଣା
ଆଧାର
[ସମ୍ପାଦନା]- ↑ "ଏହି ନାୟିକାମାନଙ୍କ ସହ ପ୍ରଥମ ସିନେମାରେ ଅରିନ୍ଦମ୍ ବନାଇଥିଲେ ହିଟ୍ ଯୋଡି | Sambad". Sambad. 1 September 2018. Archived from the original on 4 September 2018. Retrieved 1 September 2018.
- ↑ "ପହିଲି ପୁଲକ: ମାତ୍ର ଦୁଇ ଧାଡ଼ିର ସଂଳାପ ଅଭିନେତା ସବ୍ୟସାଚୀଙ୍କୁ ନାକେଦମ୍ କରିଦେଇଥିଲା". ସମ୍ବାଦ. sambad.in. 12 October 2022. Archived from the original on 12 October 2022. Retrieved 12 October 2022.
- ↑ "ଏହି ଓଲିଉଡ ନାୟିକାମାନଙ୍କର ପରଦା ଉପରେ କେହି ନାୟକ ନ ଥିଲେ". OdishaLIVE. 11 July 2018. Archived from the original on 13 August 2020. Retrieved 1 September 2018.
- ↑ "ପାଗଳପ୍ରେମୀ ସବ୍ୟସାଚୀ କ'ଣ ସତରେ ଫସିଗଲେ?". OdishaLIVE (in Odia). ଓଡ଼ିଶା. 29 April 2018. Archived from the original on 12 August 2020. Retrieved 2 September 2018.
{{cite news}}
: CS1 maint: unrecognized language (link) - ↑ "କେବଳ ଏହି ନିର୍ଦ୍ଦେଶକଙ୍କ ଫିଲ୍ମ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇଛନ୍ତି ବର୍ଷା ପ୍ରିୟଦର୍ଶିନୀ". sambad.in. 25 March 2018. Retrieved 2 April 2018.
- ↑ "'ମଥୁରା ବିଜୟ'ରୁ ଆରମ୍ଭ 'ଅଜାତି'ରେ ଶେଷ, ଏମିତି ଥିଲା ଭେଟେରାନ ଅଭିନେତାଙ୍କ ଅଭିନୟ ଯାତ୍ରା". Prameya News7 (in ଆମେରିକୀୟ ଇଂରାଜୀ). 11 January 2022. Archived from the original on 5 July 2023. Retrieved 29 August 2023.
ବାହାର ଆଧାର
[ସମ୍ପାଦନା]- ଇଣ୍ଟରନେଟ ମୁଭି ଡାଟାବେସରେ ମୁଁ ସପନର ସୌଦାଗର