ମୁକୁନ୍ଦ ନାଏକ

ଉଇକିପିଡ଼ିଆ‌ରୁ
ମୁକୁନ୍ଦ ନାଏକ
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ପୂର୍ବ ଅଧିକାରୀଜନାର୍ଦନ ମାଝି, ବୀର କେଶରୀ ଦେଓ
ପର ଅଧିକାରୀଲୋଚନ ଧାଙ୍ଗଡ଼ା ମାଝି
ନିର୍ବାଚନ ମଣ୍ଡଳୀଧର୍ମଗଡ଼
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୧୯୯୧
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱତନ୍ତ୍ର ପାର୍ଟି
ଜୀବନ ସାଥୀଅଇଦ ଦେଇ
ବାପା/ବୋଉଗୋପୀନାଥ ନାଏକ (ବାପା)
ବୃତ୍ତିରାଜନୀତିଜ୍ଞ

ମୁକୁନ୍ଦ ନାଏକ (ମୃତ୍ୟୁ: ୧୯୯୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଧର୍ମଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ମୁକୁନ୍ଦ ନାଏକଙ୍କ ବାପାଙ୍କ ନାମ ଗୋପୀନାଥ ନାଏକ ଓ ପତ୍ନୀଙ୍କ ନାମ ଅଇଦ ଦେଇ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ମୁକୁନ୍ଦ ନାଏକ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ମୁକୁନ୍ଦ ନାଏକ ୧୯୯୧ ମସିହାରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Mukunda Naik". odishaassembly.nic.in. Odisha Assembly. Retrieved 25 May 2021.