ମୁକୁନ୍ଦ ନାଏକ
ଦେଖଣା
ମୁକୁନ୍ଦ ନାଏକ | |
---|---|
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୧ – ୧୯୬୭ | |
ପୂର୍ବ ଅଧିକାରୀ | ଜନାର୍ଦନ ମାଝି, ବୀର କେଶରୀ ଦେଓ |
ପର ଅଧିକାରୀ | ଲୋଚନ ଧାଙ୍ଗଡ଼ା ମାଝି |
ନିର୍ବାଚନ ମଣ୍ଡଳୀ | ଧର୍ମଗଡ଼ |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୧୯୯୧ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱତନ୍ତ୍ର ପାର୍ଟି |
ଜୀବନ ସାଥୀ | ଅଇଦ ଦେଇ |
ବାପା/ବୋଉ | ଗୋପୀନାଥ ନାଏକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ମୁକୁନ୍ଦ ନାଏକ (ମୃତ୍ୟୁ: ୧୯୯୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଧର୍ମଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ମୁକୁନ୍ଦ ନାଏକଙ୍କ ବାପାଙ୍କ ନାମ ଗୋପୀନାଥ ନାଏକ ଓ ପତ୍ନୀଙ୍କ ନାମ ଅଇଦ ଦେଇ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ମୁକୁନ୍ଦ ନାଏକ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ମୁକୁନ୍ଦ ନାଏକ ୧୯୯୧ ମସିହାରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Mukunda Naik". odishaassembly.nic.in. Odisha Assembly. Retrieved 25 May 2021.