ମୁକୁନ୍ଦ ସୋଡ଼ୀ

ଉଇକିପିଡ଼ିଆ‌ରୁ
ମୁକୁନ୍ଦ ସୋଡ଼ୀ
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ୨୦୧୪
ପୂର୍ବ ଅଧିକାରୀନିମାଇ ଚନ୍ଦ୍ର ସର୍କାର
ପର ଅଧିକାରୀମାନସ ମାଡକାମୀ
ନିର୍ବାଚନ ମଣ୍ଡଳୀମାଲକାନଗିରି
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀସୁବାସିନି ସୋଡ଼ୀ
ସନ୍ତାନ
ବାପା/ବୋଉରାମ ଚରଣ ସୋଡ଼ୀ (ବାପା)
ବୃତ୍ତିରାଜନୀତିଜ୍ଞ

ମୁକୁନ୍ଦ ସୋଡ଼ୀ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ମାଲକାନଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ମୁକୁନ୍ଦ ସୋଡ଼ୀଙ୍କ ବାପାଙ୍କ ନାମ ରାମ ଚରଣ ସୋଡ଼ୀ ଓ ପତ୍ନୀଙ୍କ ନାମ ସୁବାସିନି ସୋଡ଼ୀ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ମୁକୁନ୍ଦ ସୋଡ଼ୀ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Mukunda Sodi". odishaassembly.nic.in. Odisha Assembly. Retrieved 17 April 2022.