Jump to content

ମୁକେଶ କୁମାର ପାଳ

ଉଇକିପିଡ଼ିଆ‌ରୁ
ମୁକେଶ କୁମାର ପାଳ
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀମହେଶ ସାହୁ
ପର ଅଧିକାରୀଅଶୋକ ମହାନ୍ତି
ନିର୍ବାଚନ ମଣ୍ଡଳୀପାଲଲହଡ଼ା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1983-01-30) ୩୦ ଜାନୁଆରୀ ୧୯୮୩ (ବୟସ ୪୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବାପା/ବୋଉବସନ୍ତ ବିହାରୀ ପାଳ (ବାପା)
ବୃତ୍ତିରାଜନୀତିଜ୍ଞ

ମୁକେଶ କୁମାର ପାଳ (ଜନ୍ମ: ୩୦ ଜାନୁଆରୀ ୧୯୮୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ମୁକେଶ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୯ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ ପାଲଲହଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

[ସମ୍ପାଦନା]

ମୁକେଶ କୁମାର ପାଳ ୧୯୮୩ ମସିହାର ଜାନୁଆରୀ ମାସ ୩୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବସନ୍ତ ବିହାରୀ ପାଳ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ବିଜ୍ଞାନରେ ସ୍ନାତକ ।[]

ରାଜନୈତିକ ଜୀବନ

[ସମ୍ପାଦନା]

ମୁକେଶ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।[]

୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେଡିର ପ୍ରାର୍ଥୀ ଭାବରେ ପାଲଲହଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୬୩,୯୯୭ ଖଣ୍ଡ ଭୋଟ୍ ପାଇ ୨ୟ ସ୍ଥାନରେ ଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପାର୍ଥୀ ଅଶୋକ ମହାନ୍ତିଙ୍କ ଠାରୁ ୭,୫୬୩ ଖଣ୍ଡ ଭୋଟ୍‌ରେ ପରାସ୍ତ ହୋଇଥିଲେ ।[]

  1. ୧.୦ ୧.୧ "Shri Mukesh Kumar Pal". odishaassembly.nic.in. Odisha Assembly. Retrieved 19 July 2020.
  2. "General Election to Assembly Constituencies 2024: Pallahara (Odisha)". Election Commission of India. Retrieved 27 June 2024.

ବାହାର ଆଧାର

[ସମ୍ପାଦନା]
  • ଉଇକିମିଡ଼ିଆ କମନ୍ସରେ Mukesh Kumar Pal-ସମ୍ପର୍କିତ ମିଡ଼ିଆ