ମୁରାରି ପ୍ରସାଦ ମିଶ୍ର

ଉଇକିପିଡ଼ିଆ‌ରୁ
ମୂରାରୀ ପ୍ରସାଦ ମିଶ୍ର‌
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୧
ପୂର୍ବ ଅଧିକାରୀବିନୋଦ ବିହାରୀ ବରିହା
ପର ଅଧିକାରୀଝସକେତନ ସାହୁ
ନିର୍ବାଚନ ମଣ୍ଡଳୀଝାରସୁଗୁଡ଼ା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1928-01-01)୧ ଜାନୁଆରୀ ୧୯୨୮
ମୃତ୍ୟୁ୨୧ ମଇ ୨୦୦୭(2007-05-21) (ବୟସ ୭୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱତନ୍ତ୍ର ପାର୍ଟି
ଜୀବନ ସାଥୀସୁହାସିନୀ ମିଶ୍ର
ବାପା/ବୋଉନୀଳମଣି ମିଶ୍ର (ବାପା)
ବୃତ୍ତିରାଜନୀତିଜ୍ଞ

ମୁରାରି ପ୍ରସାଦ ମିଶ୍ର‌ (୧ ଜାନୁଆରୀ ୧୯୨୮ - ୨୧ ମଇ ୨୦୦୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଝାରସୁଗୁଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ମୁରାରି ପ୍ରସାଦ ମିଶ୍ର‌ ୧୯୨୮ ମସିହାର ଜାନୁଆରୀ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନୀଳମଣି ମିଶ୍ର ଓ ପତ୍ନୀଙ୍କ ନାମ ସୁହାସିନୀ ମିଶ୍ର ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ମୁରାରି ପ୍ରସାଦ ମିଶ୍ର‌ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ମୁରାରି ପ୍ରସାଦ ମିଶ୍ର‌ ୨୦୦୭ ମସିହାର ମଇ ୨୧ ତାରିଖରେ ମୃତ୍ୟବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Murari Prasad Misra". odishaassembly.nic.in. Odisha Assembly. Retrieved 10 August 2021.