ମୂରଲୀଧର କୁଅଁର

ଉଇକିପିଡ଼ିଆ‌ରୁ
(ମୂରଲୀଧର କୁଆଁରରୁ ଲେଉଟି ଆସିଛି)
ମୂରଲୀଧର କୁଅଁର
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ପର ଅଧିକାରୀରାଜବଲ୍ଲଭ ମିଶ୍ର
ନିର୍ବାଚନ ମଣ୍ଡଳୀରାମଚନ୍ଦ୍ରପୁର
ବିଧାୟକ: ୫ମ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୧ – ୧୯୭୭
ପୂର୍ବ ଅଧିକାରୀରାଜବଲ୍ଲଭ ମିଶ୍ର
ପର ଅଧିକାରୀକ୍ଷୀରୋଦ ପ୍ରସାଦ ସ୍ୱାଇଁ
ନିର୍ବାଚନ ମଣ୍ଡଳୀରାମଚନ୍ଦ୍ରପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1932-07-17) ୧୭ ଜୁଲାଇ ୧୯୩୨ (ବୟସ ୯୧)
ମୃତ୍ୟୁ୩୧ ଅଗଷ୍ଟ ୨୦୧୮(2018-08-31) (ବୟସ ୮୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଉତ୍କଳ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀସୁଶୀଳା କୁଆଁର
ବାପା/ବୋଉବଂଶୀଧର କୁଆଁର (ବାପା)
ବୃତ୍ତିରାଜନୀତିଜ୍ଞ

ମୂରଲୀଧର କୁଅଁର (୧୭ ଜୁଲାଇ ୧୯୩୨ - ୩୧ ଅଗଷ୍ଟ ୨୦୧୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ମୂରଲୀଧର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ, କଂଗ୍ରେସ (ଆର୍) ଓ ଉତ୍କଳ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସେ ତିନିଥର କାର୍ଯ୍ୟ କରିଥିଲେ । ୧୯୬୧, ୧୯୭୧ ଓ ୧୯୭୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାମଚନ୍ଦ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ, ୫ମ ଓ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

ମୂରଲୀଧର କୁଅଁର ୧୯୩୨ ମସିହାର ଜୁଲାଇ ମାସ ୧୭ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ବଂଶୀଧର କୁଆଁର । ତାଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ ।[୧] ତାଙ୍କ ପତ୍ନୀଙ୍କ ନାମ ସୁଶୀଳା କୁଆଁର ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ମୂରଲୀଧର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ, ଉତ୍କଳ କଂଗ୍ରେସ ଓ କଂଗ୍ରେସ (ଆର୍)ର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Muralidhar Kuanr". odishaassembly.nic.in. Odisha Assembly. Retrieved 11 August 2019.