ମୋହନ ଦାସ
ମୋହନ ଦାସ | |
---|---|
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୧ | |
ପୂର୍ବ ଅଧିକାରୀ | ଉପେନ୍ଦ୍ର ମହାନ୍ତି |
ପର ଅଧିକାରୀ | ଉପେନ୍ଦ୍ର ମହାନ୍ତି |
ନିର୍ବାଚନ ମଣ୍ଡଳୀ | କାକଟପୁର |
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୩୭ – ୧୯୪୬ | |
ନିର୍ବାଚନ ମଣ୍ଡଳୀ | ପୂର୍ବ ପୁରୀ ସଦର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୪ ଅକ୍ଟୋବର ୧୯୦୪ |
ମୃତ୍ୟୁ | ୧ ଜାନୁଆରୀ ୧୯୯୫ | (ବୟସ ୯୦)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ କମ୍ୟୁନିଷ୍ଟ ପାର୍ଟି |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | କଂଗ୍ରେସ |
ଜୀବନ ସାଥୀ | ହେମଲତା ଦାସ |
ବାପା/ବୋଉ | ଜ୍ଞାନେନ୍ଦ୍ର ଦାସ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ମୋହନ ଦାସ (୪ ଅକ୍ଟୋବର ୧୯୦୪ - ୧ ଜାନୁଆରୀ ୧୯୯୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଏବଂ ପରେ ଥରେ ଲେଖାଏଁ କାର୍ଯ୍ୟ କରିଥିଲେ । ୧୯୩୭ ମସିହାରେ ସ୍ୱାଧୀନତା ପୂର୍ବରୁ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପୂର୍ବ ପୁରୀ ସଦରରୁ ସ୍ୱାଧୀନତା ପୂର୍ବରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ସ୍ୱାଧୀନତା ପରେ ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କାକଟପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]
ମୋହନ ଦାସ ୧୯୦୪ ମସିହାର ଅକ୍ଟୋବର ୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଜ୍ଞାନେନ୍ଦ୍ର ଦାସ ଓ ପତ୍ନୀଙ୍କ ନାମ ହେମଲତା ଦାସ ।[୧]
ରାଜନୈତିକ ଜୀବନ[ସମ୍ପାଦନା]
ମୋହନ ଓଡ଼ିଶା ରାଜନୀତିରେ ପ୍ରଥମେ କଂଗ୍ରେସରେ ଏବଂ ପରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଭାବରେ ସ୍ୱାଧୀନତା ପୂର୍ବରୁ ଏବଂ ପରେ ଥରେ ଲେଖାଏଁ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ[ସମ୍ପାଦନା]
ମୋହନ ୧୯୯୫ ମସିହାର ଜାନୁଆରୀ ୧ ତାରିଖରେ ୯୦ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର[ସମ୍ପାଦନା]
- ↑ ୧.୦ ୧.୧ ୧.୨ "Shri Mohan Das". odishaassembly.nic.in. Odisha Assembly. Retrieved 18 March 2021.