ମୋହନ ଦାସ
ମୋହନ ଦାସ | |
---|---|
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୧ | |
ପୂର୍ବ ଅଧିକାରୀ | ଉପେନ୍ଦ୍ର ମହାନ୍ତି |
ପର ଅଧିକାରୀ | ଉପେନ୍ଦ୍ର ମହାନ୍ତି |
ନିର୍ବାଚନ ମଣ୍ଡଳୀ | କାକଟପୁର |
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୩୭ – ୧୯୪୬ | |
ନିର୍ବାଚନ ମଣ୍ଡଳୀ | ପୂର୍ବ ପୁରୀ ସଦର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୪ ଅକ୍ଟୋବର ୧୯୦୪ |
ମୃତ୍ୟୁ | ୧ ଜାନୁଆରୀ ୧୯୯୫ | (ବୟସ ୯୦)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ କମ୍ୟୁନିଷ୍ଟ ପାର୍ଟି |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | କଂଗ୍ରେସ |
ଜୀବନ ସାଥୀ | ହେମଲତା ଦାସ |
ବାପା/ବୋଉ | ଜ୍ଞାନେନ୍ଦ୍ର ଦାସ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ମୋହନ ଦାସ (୪ ଅକ୍ଟୋବର ୧୯୦୪ - ୧ ଜାନୁଆରୀ ୧୯୯୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଏବଂ ପରେ ଥରେ ଲେଖାଏଁ କାର୍ଯ୍ୟ କରିଥିଲେ । ୧୯୩୭ ମସିହାରେ ସ୍ୱାଧୀନତା ପୂର୍ବରୁ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପୂର୍ବ ପୁରୀ ସଦରରୁ ସ୍ୱାଧୀନତା ପୂର୍ବରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ[୧] ଏବଂ ସ୍ୱାଧୀନତା ପରେ ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କାକଟପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ମୋହନ ଦାସ ୧୯୦୪ ମସିହାର ଅକ୍ଟୋବର ୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଜ୍ଞାନେନ୍ଦ୍ର ଦାସ ଓ ପତ୍ନୀଙ୍କ ନାମ ହେମଲତା ଦାସ ।[୨]
ରାଜନୈତିକ ଜୀବନ
[ସମ୍ପାଦନା]ମୋହନ ଓଡ଼ିଶା ରାଜନୀତିରେ ପ୍ରଥମେ କଂଗ୍ରେସରେ ଏବଂ ପରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଭାବରେ ସ୍ୱାଧୀନତା ପୂର୍ବରୁ ଏବଂ ପରେ ଥରେ ଲେଖାଏଁ କାର୍ଯ୍ୟ କରିଥିଲେ ।[୨]
ମୃତ୍ୟୁ
[ସମ୍ପାଦନା]ମୋହନ ୧୯୯୫ ମସିହାର ଜାନୁଆରୀ ୧ ତାରିଖରେ ୯୦ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୨]
ଆଧାର
[ସମ୍ପାଦନା]- ↑ ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୬. ISBN 978-81-89436-54-4. Retrieved 7 November 2023.
{{cite book}}
: CS1 maint: unrecognized language (link) - ↑ ୨.୦ ୨.୧ ୨.୨ "Shri Mohan Das". odishaassembly.nic.in. Odisha Assembly. Retrieved 18 March 2021.