Jump to content

ମୋହନ ନାଗ

ଉଇକିପିଡ଼ିଆ‌ରୁ
ମୋହନ ନାଗ
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୨୦୦୦
ପୂର୍ବ ଅଧିକାରୀକୁମାର ବେହେରା
ପର ଅଧିକାରୀବିମ୍ବାଧର କୁଅଁର
ନିର୍ବାଚନ ମଣ୍ଡଳୀଭଟଲୀ
ବିଧାୟକ: ୮ମ, ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୯୦
ପୂର୍ବ ଅଧିକାରୀବିମ୍ବାଧର କୁଅଁର
ପର ଅଧିକାରୀକୁମାର ବେହେରା
ନିର୍ବାଚନ ମଣ୍ଡଳୀଭଟଲୀ
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୭୭
ପୂର୍ବ ଅଧିକାରୀନଟବର ବଞ୍ଛୋର
ପର ଅଧିକାରୀବିମ୍ବାଧର କୁଅଁର
ନିର୍ବାଚନ ମଣ୍ଡଳୀଭଟଲୀ
ବିଧାୟକ: ୩ୟ, ୪ର୍ଥ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୭୧
ପର ଅଧିକାରୀତ୍ରିବିକ୍ରମ ମଲ୍ଲିକ
ନିର୍ବାଚନ ମଣ୍ଡଳୀବିଜେପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1927-04-27)୨୭ ଅପ୍ରେଲ ୧୯୨୭
ମୃତ୍ୟୁ୧୫ ନଭେମ୍ବର ୨୦୧୪(2014-11-15) (ବୟସ ୮୭)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଇନ୍ଦୁମଣି ନାଗ
ବାପା/ବୋଉକପିଳା ନାଗ (ବାପା)
ବୃତ୍ତିରାଜନୀତିଜ୍ଞ

ମୋହନ ନାଗ (୨୪ ଅପ୍ରେଲ ୧୯୨୭ - ୧୫ ନଭେମ୍ବର ୨୦୧୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଛଅ ଥର କାର୍ଯ୍ୟ କରିଥିଲେ । ୧୯୬୧, ୧୯୬୭,୧୯୭୪, ୧୯୮୦, ୧୯୮୫ ଓ ୧୯୯୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଜେପୁର ଓ ଭଟଲୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ, ୪ର୍ଥ, ୬ଷ୍ଠ, ୮ମ, ୯ମ ଓ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

[ସମ୍ପାଦନା]

ମୋହନ ନାଗ ୧୯୨୭ ମସିହାର ଅପ୍ରେଲ ୨୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କପିଳା ନାଗ ଓ ପତ୍ନୀଙ୍କ ନାମ ଇନ୍ଦୁମଣି ନାଗ ।[୧]

ରାଜନୈତିକ ଜୀବନ

[ସମ୍ପାଦନା]

ମୋହନ ନାଗ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଛଅ ଥର କାର୍ଯ୍ୟ କରିଥିଲେ । ୧୯୭୬ ମସିହାରୁ ୧୯୭୭, ୧୯୮୫ ମସିହାରୁ ୧୯୯୦ ଓ ୧୯୯୮ ମସିହାରୁ ୨୦୦୦ ମସିହା ପର୍ଯ୍ୟନ୍ତ ସେ ଓଡ଼ିଶା ବିଧାନ ସଭାରେ ଜଣେ ମନ୍ତ୍ରୀ ଭାବରେ ବିଭନ୍ନ ବିଭାଗରେ କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ଓ ଲୋକ ସଭା ସଭ୍ୟ ବିବରଣୀ

[ସମ୍ପାଦନା]
ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୬୧ ୧୯୬୭ ସଭ୍ୟ, ୩ୟ ଓଡ଼ିଶା ବିଧାନ ସଭା ବିଜେପୁର ଭାରତୀୟ ଜାତୀୟ କଂଗ୍ରେସ
୧୯୬୭ ୧୯୭୧ ସଭ୍ୟ, ୪ର୍ଥ ଓଡ଼ିଶା ବିଧାନ ସଭା ବିଜେପୁର ଭାରତୀୟ ଜାତୀୟ କଂଗ୍ରେସ
୧୯୭୪ ୧୯୭୭ ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା ଭଟଲୀ ଭାରତୀୟ ଜାତୀୟ କଂଗ୍ରେସ
୧୯୮୦ ୧୯୮୫ ସଭ୍ୟ, ୮ମ ଓଡ଼ିଶା ବିଧାନ ସଭା ଭଟଲୀ ଭାରତୀୟ ଜାତୀୟ କଂଗ୍ରେସ
୧୯୮୫ ୧୯୯୦ ସଭ୍ୟ, ୯ମ ଓଡ଼ିଶା ବିଧାନ ସଭା ଭଟଲୀ ଭାରତୀୟ ଜାତୀୟ କଂଗ୍ରେସ
୧୯୯୫ ୨୦୦୦ ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା ଭଟଲୀ ଭାରତୀୟ ଜାତୀୟ କଂଗ୍ରେସ

ମୃତ୍ୟୁ

[ସମ୍ପାଦନା]

ମୋହନ ନାଗ ୨୦୧୪ ମସିହାର ନଭେମ୍ବର ୧୫ ତାରିଖରେ ୮୭ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]

  1. 1 2 3 "Shri Mohan Nag". odishaassembly.nic.in. Odisha Assembly. Retrieved 28 July 2021.