ଯତିରାଜ ପ୍ରହରାଜ
Appearance
ଯତିରାଜ ପ୍ରହରାଜ | |
---|---|
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୧ | |
ପୂର୍ବ ଅଧିକାରୀ | ଭି. ସୀତାରାମୟା |
ପର ଅଧିକାରୀ | ଲକ୍ଷ୍ମଣ ମହାପାତ୍ର |
ନିର୍ବାଚନ ମଣ୍ଡଳୀ | ଛତ୍ରପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୬ ଜୁନ ୧୯୧୭ |
ମୃତ୍ୟୁ | ୨୧ ନଭେମ୍ବର ୧୯୭୯ | (ବୟସ ୬୨)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ଲଳିତା ପ୍ରହରାଜ |
ବାପା/ବୋଉ | ଲକ୍ଷ୍ମୀ ଚରଣ ବିଦ୍ୟାଲୌକର ପ୍ରହରାଜ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଯତିରାଜ ପ୍ରହରାଜ (୧୬ ଜୁନ ୧୯୧୭ - ୨୧ ନଭେମ୍ବର ୧୯୭୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଛତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ ପରିବାର ଓ ଶିକ୍ଷା
[ସମ୍ପାଦନା]ଯତିରାଜ ପ୍ରହରାଜ ୧୯୧୭ ମସିହାର ଜୁନ ୧୬ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଲକ୍ଷ୍ମୀ ଚରଣ ବିଦ୍ୟାଲୌକର ପ୍ରହରାଜ ଓ ପତ୍ନୀଙ୍କ ନାମ ଲଳିତା ପ୍ରହରାଜ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଯତିରାଜ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ଯତିରାଜ ୧୯୭୯ ମସିହାର ନଭେମ୍ବର ୨୧ ତାରିଖରେ ୬୨ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Yatiraj Praharaj". odishaassembly.nic.in. Odisha Assembly. Retrieved 12 December 2020.