ଯାଦବ ମାଝୀ
Appearance
ଯାଦବ ମାଝୀ | |
---|---|
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପର ଅଧିକାରୀ | ରାଧା ମୋହନ ନାୟକ |
ନିର୍ବାଚନ ମଣ୍ଡଳୀ | ବାଙ୍ଗିରିପୋଷି |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ଅଗଷ୍ଟ ୨୧, ୧୯୨୪ |
ମୃତ୍ୟୁ | ୧୧ ଜାନୁଆରୀ ୨୦୦୦ | (ବୟସ ୭୫)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ବାପା/ବୋଉ | କାଳିଆ ମାଝୀ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଯାଦବ ମାଝୀ (୨୧ ଅଗଷ୍ଟ ୧୯୨୪ - ୧୧ ଜାନୁଆରୀ ୨୦୦୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ଯାଦବ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସ୍ୱାଧୀନ ଭାରତର ପ୍ରଥମ ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଙ୍ଗିରିପୋଷି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ଶିକ୍ଷା ଓ ପରିବାର
[ସମ୍ପାଦନା]ଯାଦବ ମାଝୀ ୧୯୨୪ ମସିହାର ଅଗଷ୍ଟ ମାସ ୨୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କାଳିଆ ମାଝୀ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଯାଦବ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।
ମୃତ୍ୟୁ
[ସମ୍ପାଦନା]ଯାଦବ ମାଝୀ ୨୦୦୦ ମସିହାର ଜାନୁଆରୀ ମାସ ୧୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Jadav Majhi". odishaassembly.nic.in. Odisha Assembly. Retrieved 26 August 2019.