ରଘୁନାଥ ହେମ୍ବ୍ରମ

ଉଇକିପିଡ଼ିଆ‌ରୁ
ରଘୁନାଥ ହେମ୍ବ୍ରମ
ବିଧାୟକ: ୭ମ, ୮ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୭ – ୧୯୮୫
ପୂର୍ବ ଅଧିକାରୀକରୁଣାକର ନାୟକ
ପର ଅଧିକାରୀକରୁଣାକର ନାୟକ
ନିର୍ବାଚନ ମଣ୍ଡଳୀକରଞ୍ଜିଆ
ବିଧାୟକ: ୧୦ମ, ୧୧ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୨୦୦୦
ପୂର୍ବ ଅଧିକାରୀକରୁଣାକର ନାୟକ
ପର ଅଧିକାରୀପଦ୍ମ ଚରଣ ହଇବୁରୁ
ନିର୍ବାଚନ ମଣ୍ଡଳୀକରଞ୍ଜିଆ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1943-09-01)ସେପ୍ଟେମ୍ବର ୧, ୧୯୪୩
ମୃତ୍ୟୁ୧୬ ଜୁଲାଇ ୨୦୦୩(2003-07-16) (ବୟସ ୫୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଜନତା ପାର୍ଟି
ଜୀବନ ସାଥୀଫୁଲମତି ହେମ୍ବ୍ରମ
ବାପା/ବୋଉବୀରସିଂହ ହେମ୍ବ୍ରମ (ବାପା)
ବୃତ୍ତିରାଜନୀତିଜ୍ଞ

ରଘୁନାଥ ହେମ୍ବ୍ରମ (୧ ସେପ୍ଟେମ୍ବର ୧୯୪୩ - ୧୬ ଜୁଲାଇ ୨୦୦୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ରଘୁନାଥ ଓଡ଼ିଶା ରାଜନୀତିରେ ଜନତା ଦଳ ଓ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଥିଲେ । ୧୯୭୭, ୧୯୮୦, ୧୯୯୦ ଓ ୧୯୯୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କରଞ୍ଜିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୭ମ, ୮ମ, ୧୦ମ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

ରଘୁନାଥ ହେମ୍ବ୍ରମ ୧୯୪୩ ମସିହାର ସେପ୍ଟେମ୍ବର ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବୀରସିଂହ ହେମ୍ବ୍ରମ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ଇତିହାସରେ ସ୍ନାତକୋତ୍ତର । ତାଙ୍କ ପତ୍ନୀଙ୍କ ନାମ ଫୁଲମତି ହେମ୍ବ୍ରମ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ରଘୁନାଥ ଓଡ଼ିଶା ରାଜନୀତିରେ ଜନତା ଦଳ ଓ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଥିଲେ ।

ମୃତ୍ୟୁ[ସମ୍ପାଦନା]

ରଘୁନାଥ ୨୦୦୩ ମସିହାର ଜୁଲାଇ ମାସ ୧୬ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୫୯ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Raghunath Hembram". odishaassembly.nic.in. Odisha Assembly. Retrieved 9 September 2019.