ରଙ୍ଗବଲ୍ଲଭ ଅମାତ

ଉଇକିପିଡ଼ିଆ‌ରୁ
ରଙ୍ଗବଲ୍ଲଭ ଅମାତ
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ପୂର୍ବ ଅଧିକାରୀଶାନ୍ତି ପ୍ରକାଶ ଓରାମ
ପର ଅଧିକାରୀପ୍ରେମଚାନ୍ଦ ଭଗତ
ନିର୍ବାଚନ ମଣ୍ଡଳୀରାଜଗାଙ୍ଗପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1916-11-08)୮ ନଭେମ୍ବର ୧୯୧୬
ମୃତ୍ୟୁ୧୭ ଡିସେମ୍ବର ୨୦୦୩(2003-12-17) (ବୟସ ୮୭)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଆଶାବତୀ ଅମାତ
ବାପା/ବୋଉମଦନ ମୋହନ ଅମାତ (ବାପା)
ବୃତ୍ତିରାଜନୀତିଜ୍ଞ

ରଙ୍ଗବଲ୍ଲଭ ଅମାତ (୮ ନଭେମ୍ବର ୧୯୧୬ - ୧୭ ଡିସେମ୍ବର ୨୦୦୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାଜଗାଙ୍ଗପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ରଙ୍ଗବଲ୍ଲଭ ଅମାତ ୧୯୧୬ ମସିହାର ନଭେମ୍ବର ମାସ ୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମଦନ ମୋହନ ଅମାତ ଓ ପତ୍ନୀଙ୍କ ନାମ ଆଶାବତୀ ଅମାତ ।[୨]

ରାଜନୈତିକ ଜୀବନ[ସମ୍ପାଦନା]

ରଙ୍ଗବଲ୍ଲଭ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୨]

ମୃତ୍ୟୁ[ସମ୍ପାଦନା]

ରଙ୍ଗବଲ୍ଲଭ ଅମାତ ୨୦୦୩ ମସିହାରେ ଡିସେମ୍ବର ୧୭ରେ ୮୭ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୨]

ଆଧାର[ସମ୍ପାଦନା]

  1. "LIST OF MEMBERS OF ODISHA LEGISLATIVE ASSEMBLY (1951–2004)" (PDF). ODISHA REFERENCE ANNUAL: 458. 2011. Retrieved 29 August 2020.
  2. ୨.୦ ୨.୧ ୨.୨ "Shri Rangaballabh Amat". odishaassembly.nic.in. Odisha Assembly. Retrieved 22 October 2020.