ରଙ୍ଗ୍ ନମ୍ବର

ଉଇକିପିଡ଼ିଆ ରୁ
Jump to navigation Jump to search
ରଙ୍ଗ୍ ନମ୍ବର
ନିର୍ଦ୍ଦେଶକବବି ଇସ୍‌ଲାମ୍
ପ୍ରଯୋଜକପ୍ରଫୁଲ୍ଲ ଚନ୍ଦ୍ର ମହାପାତ୍ର
ସଂଳାପବବି ଇସ୍‌ଲାମ୍
ଚିତ୍ରନାଟ୍ୟବବି ଇସ୍‌ଲାମ୍
କାହାଣୀଆଲୋକ ରାୟ
କଳାକାରମିହିର ଦାସ
ଶ୍ରୀତମ ଦାସ
ପିଣ୍ଟୁ ନନ୍ଦ
ଜ୍ୟୋତି ମିଶ୍ର
ହର ପଟ୍ଟନାୟକ
ସଙ୍ଗୀତଶାନ୍ତିରାଜ ଖୋସ୍‌ଲା
ଚିତ୍ରଗ୍ରହଣନିରଞ୍ଜନ ଦାସ
ସମ୍ପାଦକଚନ୍ଦ୍ରଶେଖର ମିଶ୍ର
ମୁକ୍ତିଲାଭ ତାରିଖ
୨୦୦୨
ଦେଶ ଭାରତ
ଭାଷାଓଡ଼ିଆ

ରଙ୍ଗ୍ ନମ୍ବର, ୨୦୦୨ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ପ୍ରଫୁଲ୍ଲ ଚନ୍ଦ୍ର ମହାପାତ୍ର । ଆଲୋକ ରାୟ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ବବି ଇସ୍‌ଲାମ୍ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[୧]

ମିହିର ଦାସ, ଶ୍ରୀତମ ଦାସ, ପିଣ୍ଟୁ ନନ୍ଦ, ଜ୍ୟୋତି ମିଶ୍ର, ହର ପଟ୍ଟନାୟକ, ସରୋଜ ଦାସ, ପ୍ରଦ୍ୟୁମ୍ନ ଲେଙ୍କା, ସୁରେଶ ବଳ, ରବି ମିଶ୍ର, ମୋନାଲିସା, ବନମାଳି ପାଣ୍ଡିଆ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

ଅଭିନୟ[ସମ୍ପାଦନା]

କାହାଣୀ[ସମ୍ପାଦନା]

ଗୀତ ଏବଂ ସଙ୍ଗୀତ[ସମ୍ପାଦନା]

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଶାନ୍ତିରାଜ ଖୋସ୍‌ଲା । ଗିରିଧାର ଗମାଙ୍ଗ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । ବିଭୁ କିଶୋର, ନସୀର ଆସି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।

ଗୀତ[ସମ୍ପାଦନା]

କ୍ରମଗୀତସମୟ

ଆଧାର[ସମ୍ପାଦନା]

  1. "ସମ୍ୱିତଙ୍କ ପ୍ରେମ". ସମାଜ ରବିବାର. ଓଡ଼ିଶା. 23 December 2018. p. ୮. Archived from the original on 27 December 2018. Retrieved 27 December 2018.

ବାହାର ଆଧାର[ସମ୍ପାଦନା]