ରଜନୀକାନ୍ତ ସିଂହ
ରଜନୀ କାନ୍ତ ସିଂହ | |
---|---|
ବିଧାୟକ: ୧୩ଶ, ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୪ – ୨୦୨୪ | |
ପୂର୍ବ ଅଧିକାରୀ | ଅଦ୍ୱୈତ ପ୍ରସାଦ ସିଂହ |
ପର ଅଧିକାରୀ | ପ୍ରତାପ ଚନ୍ଦ୍ର ପ୍ରଧାନ |
ନିର୍ବାଚନ ମଣ୍ଡଳୀ | ଅନୁଗୋଳ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଅପ୍ରେଲ ୧୯୫୫ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ସଞ୍ଜୁକ୍ତା ସିଂହ |
ବାପା/ବୋଉ | ଅଦ୍ୱୈତ ପ୍ରସାଦ ସିଂହ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ରଜନୀ କାନ୍ତ ସିଂହ (ଜନ୍ମ: ୧ ଅପ୍ରେଲ ୧୯୫୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ରଜନୀକାନ୍ତ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଛନ୍ତି । ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଅନୁଗୋଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ, ୧୪ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ରଜନୀ କାନ୍ତ ସିଂହ ୧୯୫୫ ମସିହାର ଅପ୍ରେଲ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଅଦ୍ୱୈତ ପ୍ରସାଦ ସିଂହ ଓ ପତ୍ନୀଙ୍କ ନାମ ସଞ୍ଜୁକ୍ତା ସିଂହ । ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକୋତ୍ତର ।[୧] ୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ତାଙ୍କ ପତ୍ନୀ ବିଜେଡିର ପ୍ରାର୍ଥୀ ଭାବରେ ଅନୁଗୋଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ, ମାତ୍ର ପରାଜିତ ହୋଇଥିଲେ ।[୨]
ରାଜନୈତିକ ଜୀବନ
[ସମ୍ପାଦନା]ରଜନୀକାନ୍ତ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।[୧]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୨୦୦୪ | ୨୦୦୯ | ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା | ଅନୁଗୋଳ | ବିଜୁ ଜନତା ଦଳ |
୨୦୦୯ | ୨୦୧୪ | ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା | ଅନୁଗୋଳ | ବିଜୁ ଜନତା ଦଳ |
୨୦୧୪ | ୨୦୧୯ | ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା | ଅନୁଗୋଳ | ବିଜୁ ଜନତା ଦଳ |
୨୦୧୯ | ୨୦୨୪ | ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା | ଅନୁଗୋଳ | ବିଜୁ ଜନତା ଦଳ |
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Rajani Kant Singh". odishaassembly.nic.in. Odisha Assembly. Retrieved 28 June 2020.
{{cite web}}
: Cite has empty unknown parameter:|dead-url=
(help) - ↑ "General Election to Assembly Constituencies 2024: Angul (Odisha)". Election Commission of India. Retrieved 27 June 2024.