ରବିନାରାୟଣ ପାଣିଗ୍ରାହୀ

ଉଇକିପିଡ଼ିଆ‌ରୁ
ରବିନାରାୟଣ ପାଣିଗ୍ରାହୀ
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୧୯୯୫
ପୂର୍ବ ଅଧିକାରୀକାର୍ତ୍ତିକ ପ୍ରସାଦ ତରିଆ
ପର ଅଧିକାରୀରାମଚନ୍ଦ୍ର ପ୍ରଧାନ
ନିର୍ବାଚନ ମଣ୍ଡଳୀବୀରମହାରାଜପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1958-03-01) ୧ ମାର୍ଚ୍ଚ ୧୯୫୮ (ବୟସ ୬୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ଦଳ
ଜୀବନ ସାଥୀବ୍ରଜଶ୍ୱରୀ ପାଣିଗ୍ରାହୀ
ବାପା/ବୋଉନୀଳଚଳ ପାଣିଗ୍ରାହୀ (ବାପା)
ବୃତ୍ତିରାଜନୀତିଜ୍ଞ

ରବିନାରାୟଣ ପାଣିଗ୍ରାହୀ (ଜନ୍ମ: ୧ ମାର୍ଚ୍ଚ ୧୯୫୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବୀରମହାରାଜପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ରବିନାରାୟଣ ପାଣିଗ୍ରାହୀ ୧୯୫୮ ମସିହାର ମାର୍ଚ୍ଚ ୧ ତାରିଖର ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନୀଳଚଳ ପାଣିଗ୍ରାହୀ ଓ ପତ୍ନୀଙ୍କ ନାମ ବ୍ରଜଶ୍ୱରୀ ପାଣିଗ୍ରାହୀ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ରବିନାରାୟଣ ପାଣିଗ୍ରାହୀ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Rabinarayan Panigrahi". odishaassembly.nic.in. Odisha Assembly. Retrieved 15 August 2021.