ରବି ଦାଶ
ଦେଖଣା
ରବି ଦାଶ | |
---|---|
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୭ – ୧୯୮୦ | |
ପୂର୍ବ ଅଧିକାରୀ | ବାଙ୍କ ବିହାରୀ ଦାସ |
ପର ଅଧିକାରୀ | କାଙ୍ଗାଳି ଚରଣ ପଣ୍ଡା |
ନିର୍ବାଚନ ମଣ୍ଡଳୀ | ଧର୍ମଶାଳା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ଜାନୁଆରୀ ୧, ୧୯୩୮ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ପାର୍ଟି |
ଜୀବନ ସାଥୀ | ସୁଧାମଞ୍ଜରୀ ଦାସ |
ବାପା/ବୋଉ | କୁଞ୍ଜ ବିହାରୀ ଦାଶ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ରବି ଦାଶ (ଜନ୍ମ: ୧ ଜାନୁଆରୀ ୧୯୩୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ରବି ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୭୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ରବି ଧର୍ମଶାଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ରବି ଦାଶ ୧୯୩୮ ମସିହାର ଜାନୁଆରୀ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ କୁଞ୍ଜ ବିହାରୀ ଦାଶ ଏବଂ ତାଙ୍କ ପତ୍ନୀଙ୍କ ନାମ ସୁଧାମଞ୍ଜରୀ ଦାସ ।[୧] ରବିଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ରବି ଦାଶ ଓଡ଼ିଶା ରାଜନୀତିରେ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]