ରବୀନ୍ଦ୍ର କୁମାର ଦାସ
Appearance
ରବୀନ୍ଦ୍ର କୁମାର ଦାସ | |
---|---|
ବିଧାୟକ: ୮ମ, ୯ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୦ – ୧୯୯୦ | |
ପୂର୍ବ ଅଧିକାରୀ | ଚନ୍ଦ୍ର ମାଧବ ମିଶ୍ର |
ପର ଅଧିକାରୀ | ଚନ୍ଦ୍ର ମାଧବ ମିଶ୍ର |
ନିର୍ବାଚନ ମଣ୍ଡଳୀ | ସତ୍ୟବାଦୀ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜୁଲାଇ ୧୯୪୦ |
ମୃତ୍ୟୁ | ୨୮ ନଭେମ୍ବର ୨୦୧୫ | (ବୟସ ୭୫)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ସବିତା ଦାସ |
ବାପା/ବୋଉ | ଲାଲ ବିହାରୀ ଦାସ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ରବୀନ୍ଦ୍ର କୁମାର ଦାସ (ଜନ୍ମ: ୧ ଜୁଲାଇ ୧୯୪୦ - ୨୮ ନଭେମ୍ବର ୨୦୧୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୮୦ ଓ ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସତ୍ୟବାଦୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ ଓ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ରବୀନ୍ଦ୍ର କୁମାର ଦାସ ୧୯୪୦ ମସିହାର ଜୁଲାଇ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଲାଲ ବିହାରୀ ଦାସ ଓ ପତ୍ନୀଙ୍କ ନାମ ସବିତା ଦାସ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ରବୀନ୍ଦ୍ର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ରାବୀନ୍ଦ୍ର ୨୦୧୫ ମସିହାର ନଭେମ୍ବର ୨୮ ତାରିଖରେ ୭୫ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Rabindra Kumar Das". odishaassembly.nic.in. Odisha Assembly. Retrieved 30 March 2021.