ରବୀନ୍ଦ୍ର କୁମାର ବେହେରା

ଉଇକିପିଡ଼ିଆ‌ରୁ
ରବୀନ୍ଦ୍ର କୁମାର ବେହେରା
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୨୦୦୦
ପୂର୍ବ ଅଧିକାରୀକାଳନ୍ଦୀ ଚରଣ ବେହେରା
ପର ଅଧିକାରୀକାଳନ୍ଦୀ ଚରଣ ବେହେରା
ନିର୍ବାଚନ ମଣ୍ଡଳୀସାଲେପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1953-03-25) ୨୫ ମାର୍ଚ୍ଚ ୧୯୫୩ (ବୟସ ୭୦)
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀମଞ୍ଜୁବାଳା ବେହେରା
ବାପା/ବୋଉବାଇଧର ବେହେରା (ବାପା)
ବୃତ୍ତିରାଜନୀତିଜ୍ଞ

ରବୀନ୍ଦ୍ର କୁମାର ବେହେରା (ଜନ୍ମ: ୨୫ ମାର୍ଚ୍ଚ ୧୯୫୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ରବୀନ୍ଦ୍ର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୫ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ସାଲେପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ରବୀନ୍ଦ୍ର କୁମାର ବେହେରା ୧୯୫୩ ମସିହାର ମାର୍ଚ୍ଚ ମାସ ୨୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବାଇଧର ବେହେରା ଏବଂ ପତ୍ନୀଙ୍କ ନାମ ମଞ୍ଜୁବାଳା ବେହେରା ।[୧] ରବୀନ୍ଦ୍ରଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ରବୀନ୍ଦ୍ର କୁମାର ବେହେରା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ଓଡ଼ିଶା ବିଧାନ ସଭାରେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]


ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Rabindra Kumar Behera". odishaassembly.nic.in. Odisha Assembly. Retrieved 2 January 2020. {{cite web}}: Cite has empty unknown parameter: |dead-url= (help)