ରମେଶ ଚନ୍ଦ୍ର ଜେନା
ରମେଶ ଚନ୍ଦ୍ର ଜେନା | |
---|---|
![]() | |
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ଏବେଯାଏଁ | |
ପୂର୍ବ ଅଧିକାରୀ | ନନ୍ଦିନୀ ଦେବୀ |
ନିର୍ବାଚନ ମଣ୍ଡଳୀ | ସାନଖେମୁଣ୍ଡି |
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୪ | |
ପର ଅଧିକାରୀ | ନନ୍ଦିନୀ ଦେବୀ |
ନିର୍ବାଚନ ମଣ୍ଡଳୀ | ସାନଖେମୁଣ୍ଡି |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୭ ମଇ ୧୯୭୫ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ଜୋଛନା ଜେନା |
ବାପା/ବୋଉ | ଅରକ୍ଷିତ ଜେନା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ରମେଶ ଚନ୍ଦ୍ର ଜେନା (ଜନ୍ମ: ୭ ମଇ ୧୯୭୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୯ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସାନଖେମୁଣ୍ଡି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]
ରମେଶ ଚନ୍ଦ୍ର ଜେନା ୧୯୭୫ ମସିହାର ମଇ ୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଅରକ୍ଷିତ ଜେନା ଓ ପତ୍ନୀଙ୍କ ନାମ ଜୋଛନା ଜେନା ।[୧]
ରାଜନୈତିକ ଜୀବନ[ସମ୍ପାଦନା]
ରମେଶ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]
ଆଧାର[ସମ୍ପାଦନା]
- ↑ ୧.୦ ୧.୧ "Shri Ramesh Chandra Jena". odishaassembly.nic.in. Odisha Assembly. Retrieved 11 February 2021.
ବାହାର ଆଧାର[ସମ୍ପାଦନା]
ଉଇକିମିଡ଼ିଆ କମନ୍ସରେ Ramesh Chandra Jena-ସମ୍ପର୍କିତ ମିଡ଼ିଆ