ରମେଶ ଚନ୍ଦ୍ର ବେହେରା

ଉଇକିପିଡ଼ିଆ‌ରୁ
ରମେଶ ଚନ୍ଦ୍ର ବେହେରା
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପର ଅଧିକାରୀପୂର୍ଣ୍ଣଚନ୍ଦ୍ର ନାୟକ
ନିର୍ବାଚନ ମଣ୍ଡଳୀଦଶପଲ୍ଲା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1976-07-04) ୪ ଜୁଲାଇ ୧୯୭୬ (ବୟସ ୪୭)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀମଧୁମିତା ବେହେରା
ବାପା/ବୋଉଜଗନ୍ନାଥ ବେହେରା (ବାପା)
ବୃତ୍ତିରାଜନୀତିଜ୍ଞ

ରମେଶ ଚନ୍ଦ୍ର ବେହେରା (ଜନ୍ମ ୪ ଜୁଲାଇ ୧୯୭୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ରମେଶ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଦଶପଲ୍ଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ରମେଶ ଚନ୍ଦ୍ର ବେହେରା ୧୯୭୬ ମସିହାର ଜୁଲାଇ ମାସ ୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଜଗନ୍ନାଥ ବେହେରା ଏବଂ ପତ୍ନୀଙ୍କ ନାମ ମଧୁମିତା ବେହେରା ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ରମେଶ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କାର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Ramesh Chandra Behera". odishaassembly.nic.in. Odisha Assembly. Retrieved 29 April 2020.