ରମେଶ ଚନ୍ଦ୍ର ବେହେରା
Appearance
ରମେଶ ଚନ୍ଦ୍ର ବେହେରା | |
---|---|
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ଏବେଯାଏଁ | |
ପର ଅଧିକାରୀ | ପୂର୍ଣ୍ଣଚନ୍ଦ୍ର ନାୟକ |
ନିର୍ବାଚନ ମଣ୍ଡଳୀ | ଦଶପଲ୍ଲା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୪ ଜୁଲାଇ ୧୯୭୬ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ମଧୁମିତା ବେହେରା |
ବାପା/ବୋଉ | ଜଗନ୍ନାଥ ବେହେରା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ରମେଶ ଚନ୍ଦ୍ର ବେହେରା (ଜନ୍ମ ୪ ଜୁଲାଇ ୧୯୭୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ରମେଶ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଦଶପଲ୍ଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ରମେଶ ଚନ୍ଦ୍ର ବେହେରା ୧୯୭୬ ମସିହାର ଜୁଲାଇ ମାସ ୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଜଗନ୍ନାଥ ବେହେରା ଏବଂ ପତ୍ନୀଙ୍କ ନାମ ମଧୁମିତା ବେହେରା ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ରମେଶ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କାର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ "Shri Ramesh Chandra Behera". odishaassembly.nic.in. Odisha Assembly. Retrieved 29 April 2020.