Jump to content

ରାଜେନ୍ଦ୍ର କୁମାର ସାହୁ

ଉଇକିପିଡ଼ିଆ‌ରୁ
ରାଜେନ୍ଦ୍ର କୁମାର ସାହୁ
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ୨୦୨୪
ପୂର୍ବ ଅଧିକାରୀପ୍ରଶାନ୍ତ କୁମାର ଜଗଦେବ
ପର ଅଧିକାରୀପ୍ରଦୀପ କୁମାର ସାହୁ
ନିର୍ବାଚନ ମଣ୍ଡଳୀବେଗୁନିଆ
ବିଧାୟକ: ୧୪ଶ, ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ୨୦୧୪
ପୂର୍ବ ଅଧିକାରୀଜ୍ୟୋତିନ୍ଦ୍ର ନାଥ ମିତ୍ର
ପର ଅଧିକାରୀଜ୍ୟୋତିନ୍ଦ୍ର ନାଥ ମିତ୍ର
ନିର୍ବାଚନ ମଣ୍ଡଳୀଖୋର୍ଦ୍ଧା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1968-07-06) ୬ ଜୁଲାଇ ୧୯୬୮ (ବୟସ ୫୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀସଞ୍ଜୁକ୍ତା ସାହୁ
ବାପା/ବୋଉଫଗୁ ସାହୁ (ବାପା)
ବୃତ୍ତିରାଜନୀତିଜ୍ଞ

ରାଜେନ୍ଦ୍ର କୁମାର ସାହୁ (ଜନ୍ମ: ୬ ଜୁଲାଇ ୧୯୬୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ରାଜେନ୍ଦ୍ର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଖୋର୍ଦ୍ଧା ଓ ବେଗୁନିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା

[ସମ୍ପାଦନା]

ସେ ୧୯୬୮ ମସିହାର ଜୁଲାଇ ୬ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଫଗୁ ସାହୁ ଓ ପତ୍ନୀଙ୍କ ନାମ ସଞ୍ଜୁକ୍ତା ସାହୁ ।[୧]

ରାଜନୈତିକ ଜୀବନ

[ସମ୍ପାଦନା]

ରାଜେନ୍ଦ୍ର ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]

ବିଧାନ ସଭା ସଭ୍ୟ ବିବରଣୀ

[ସମ୍ପାଦନା]
ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୨୦୦୯ ୨୦୧୪ ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା ଖୋର୍ଦ୍ଧା ବିଜୁ ଜନତା ଦଳ
୨୦୧୪ ୨୦୧୯ ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା
୨୦୧୯ ୨୦୨୪ ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା ବେଗୁନିଆ
  1. ୧.୦ ୧.୧ ୧.୨ "Shri Rajendra Kumar Sahoo". odishaassembly.nic.in. Odisha Assembly. Retrieved 17 May 2020.