ରାଜେନ୍ଦ୍ର କୁମାର ସାହୁ
Appearance
ରାଜେନ୍ଦ୍ର କୁମାର ସାହୁ | |
---|---|
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ୨୦୨୪ | |
ପୂର୍ବ ଅଧିକାରୀ | ପ୍ରଶାନ୍ତ କୁମାର ଜଗଦେବ |
ପର ଅଧିକାରୀ | ପ୍ରଦୀପ କୁମାର ସାହୁ |
ନିର୍ବାଚନ ମଣ୍ଡଳୀ | ବେଗୁନିଆ |
ବିଧାୟକ: ୧୪ଶ, ୧୫ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୪ | |
ପୂର୍ବ ଅଧିକାରୀ | ଜ୍ୟୋତିନ୍ଦ୍ର ନାଥ ମିତ୍ର |
ପର ଅଧିକାରୀ | ଜ୍ୟୋତିନ୍ଦ୍ର ନାଥ ମିତ୍ର |
ନିର୍ବାଚନ ମଣ୍ଡଳୀ | ଖୋର୍ଦ୍ଧା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୬ ଜୁଲାଇ ୧୯୬୮ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ସଞ୍ଜୁକ୍ତା ସାହୁ |
ବାପା/ବୋଉ | ଫଗୁ ସାହୁ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ରାଜେନ୍ଦ୍ର କୁମାର ସାହୁ (ଜନ୍ମ: ୬ ଜୁଲାଇ ୧୯୬୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ରାଜେନ୍ଦ୍ର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଖୋର୍ଦ୍ଧା ଓ ବେଗୁନିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ସେ ୧୯୬୮ ମସିହାର ଜୁଲାଇ ୬ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଫଗୁ ସାହୁ ଓ ପତ୍ନୀଙ୍କ ନାମ ସଞ୍ଜୁକ୍ତା ସାହୁ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ରାଜେନ୍ଦ୍ର ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୨୦୦୯ | ୨୦୧୪ | ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା | ଖୋର୍ଦ୍ଧା | ବିଜୁ ଜନତା ଦଳ |
୨୦୧୪ | ୨୦୧୯ | ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା | ||
୨୦୧୯ | ୨୦୨୪ | ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା | ବେଗୁନିଆ |
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Rajendra Kumar Sahoo". odishaassembly.nic.in. Odisha Assembly. Retrieved 17 May 2020.