ରାଜେନ୍ଦ୍ର ସିଂହ

ଉଇକିପିଡ଼ିଆ‌ରୁ
ରାଜେନ୍ଦ୍ର ସିଂହ
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୧୦୦୫
ପୂର୍ବ ଅଧିକାରୀଦୋଳଗୋବିନ୍ଦ ପ୍ରଧାନ
ପର ଅଧିକାରୀବିଜୟଲକ୍ଷ୍ମୀ ସାହୁ
ନିର୍ବାଚନ ମଣ୍ଡଳୀକଟକ ସଦର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1948-06-05) ୫ ଜୁନ ୧୯୪୮ (ବୟସ ୭୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ଦଳ
ଜୀବନ ସାଥୀନଳୀନି ସିଂହ
ବାପା/ବୋଉହରିହର ସିଂହ (ବାପା)
ବୃତ୍ତିରାଜନୀତିଜ୍ଞ

ରାଜେନ୍ଦ୍ର ସିଂହ (ଜନ୍ମ: ୫ ଜୁନ ୧୯୪୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ରାଜେନ୍ଦ୍ର ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କଟକ ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ରାଜେନ୍ଦ୍ର ସିଂହ ୧୯୪୮ ମସିହାର ଜୁନ ମାସ ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ହରିହର ସିଂହ ଏବଂ ପତ୍ନୀଙ୍କ ନାମ ନଳୀନି ସିଂହ ।[୧] ରାଜେନ୍ଦ୍ରଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ଏବଂ ପରେ ସେ ଓକିଲାତି ପଢ଼ିଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ରାଜେନ୍ଦ୍ର ସିଂହ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Rajendra Singh". odishaassembly.nic.in. Odisha Assembly. Retrieved 23 January 2020.