ରାଧାମୋହନ ନାୟକ
ରାଧାମୋହନ ନାୟକ | |
---|---|
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୧ | |
ପୂର୍ବ ଅଧିକାରୀ | ଯାଦବ ମାଝୀ |
ପର ଅଧିକାରୀ | ଇଶ୍ୱର ଚନ୍ଦ୍ର ନାୟକ |
ନିର୍ବାଚନ ମଣ୍ଡଳୀ | ବାଙ୍ଗିରିପୋଷି |
ବିଧାୟକ: ୪ର୍ଥ, ୫ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୭ – ୧୯୭୩ | |
ପୂର୍ବ ଅଧିକାରୀ | ଇଶ୍ୱର ଚନ୍ଦ୍ର ନାୟକ |
ପର ଅଧିକାରୀ | ରୁଦ୍ର ମୋହନ ଦାସ |
ନିର୍ବାଚନ ମଣ୍ଡଳୀ | ବାଙ୍ଗିରିପୋଷି |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜାନୁଆରୀ ୧୯୨୯ |
ମୃତ୍ୟୁ | ୪ ଜୁଲାଇ ୨୦୧୨ | (ବୟସ ୮୩)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱତନ୍ତ୍ର ପାର୍ଟି |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦ |
ଜୀବନ ସାଥୀ | ଲଳିତା ମୋହିନୀ ନାୟକ |
ବାପା/ବୋଉ | ଗୌର ମୋହନ ନାୟକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ରାଧାମୋହନ ନାୟକ (୧ ଜାନୁଆରୀ ୧୯୨୯ - ୪ ଜୁଲାଇ ୨୦୧୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ରାଧାମୋହନ ଓଡ଼ିଶା ରାଜନୀତିରେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦ ଓ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୫୭, ୧୯୬୭ ଓ ୧୯୭୧ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଙ୍ଗିରିପୋଷି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ, ୪ର୍ଥ ଓ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ଶିକ୍ଷା ଓ ପରିବାର
[ସମ୍ପାଦନା]ରାଧାମୋହନ ନାୟକ ୧୯୧୯ ମସିହାର ଜାନୁଆରୀ ମାସ ୧ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ଗୌର ମୋହନ ନାୟକ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ରୁ କମ ।[୧] ତାଙ୍କ ପତ୍ନୀଙ୍କ ନାମ ଲଳିତା ମୋହିନୀ ନାୟକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ରାଧାମୋହନ ଓଡ଼ିଶା ରାଜନୀତିରେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦ ଓ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ ।
ମୃତ୍ୟୁ
[ସମ୍ପାଦନା]ରାଧାମୋହନ ନାୟକ ୨୦୧୨ ମସିହା ଜୁଲାଇ ମାସ ୪ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୫୯ ବର୍ଷ ବୟସ ହୋଇଥିଲା ।